Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୪ ଦିନ ପୂର୍ବରୁ ସରିଲା ପାର୍ଲାମେଣ୍ଟ ଅଧିବେଶନ

by ସଞ୍ଜୟ ସ୍ୱାଇଁ
March 25, 2021
in Feature News
୧୪ ଦିନ ପୂର୍ବରୁ ସରିଲା ପାର୍ଲାମେଣ୍ଟ ଅଧିବେଶନ
144
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା):  ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବାରୁ ୧୪ ଦିନ ଆଗରୁ ଲୋକସଭା ଅଧିବେଶନକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି । ମାର୍ଚ୍ଚ ମାସ ୮ ତାରିଖରୁ ଆରମ୍ଭ ହୋଇଥିବା ଲୋକସଭା ଅଧିବେଶନ ଏପ୍ରିଲ ୮ ତାରିଖ ଯାଏ ଚାଲିବାକୁ ଦିନ ଧାର୍ଯ୍ୟ କରାଯାଇଥିଲା ।

ଆଜି ଲୋକସଭା ଅଧିବେଶନ ଚାଲିଥିବା ବେଳେ ଅନେକ ଦଳର ସାଂସଦ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କୟା ନାଇଡୁଙ୍କ ନିକଟକୁ ଯାଇ ଅଧିବେଶନକୁ ବନ୍ଦ କରିବାକୁ ଅନୁରୋଧ କରିଥିଲେ । ଏହାସହ ତୃଣମୂଳ କଂଗ୍ରେସ ସାଂସଦ ନେତା ସୁଦୀପ ବନ୍ଦୋପାଧ୍ୟାୟ ଓ ଡେରେକ ଓବ୍ରାଇନ ଲୋକସଭା ବାଚସ୍ପତି ଓ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖି ଚଳିତ ଅଧିବେଶନକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲେ।

ଉଲ୍ଲେଖଯୋଗ୍ୟ, ବଜେଟ୍ ଅଧିବେଶନର ପ୍ରଥମ ଭାଗ ଜାନୁଆରି ୨୯ରୁ ଆରମ୍ଭ ହୋଇ ଫେବୃଆରି ୨୯ରେ ଶେଷ ହୋଇଥିଲା । ହେଲେ ମାର୍ଚ୍ଚ ୨୭ରୁ ଏପ୍ରିଲ ୨୯ ମଧ୍ୟରେ ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଆସାମ ଓ ପୁଡୁଚେରୀରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାରୁ ସାଂସଦମାନଙ୍କ ଅନୁରୋଧକୁ ଗ୍ରହଣ କରି ଉଭୟ ଲୋକସଭା ଓ ରାଜ୍ୟସଭା ଅଧିବେଶନକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ ରଖାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!