Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପତ୍ନୀଙ୍କ ଚରିତ୍ର ଉପରେ ସନ୍ଦେହ କରି ବିଷ ପିଇଲେ ସ୍ୱାମୀ

by ସଞ୍ଜୟ ସ୍ୱାଇଁ
March 25, 2021
in Feature News
ନୂଆଗାଁ ଅଂଚଳରେ ମହିଳାଙ୍କ ଆତ୍ମହତ୍ୟା
535
VIEWS
Share on FacebookShare on Twitter

ବାଲେଶ୍ବର,(ବାଘୁଆବାର୍ତ୍ତା):  ବାଲେଶ୍ବର ଜିଲ୍ଲାର ଔପଦା ଥାନା ସୋରିଷପାଳ ଗ୍ରାମର ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କର ଚରିତ୍ର ଉପରେ ସନ୍ଦେହ କରି ବିଷ ପିଇଥିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ସୂଚନା ଅନୁସାରେ ବ୍ୟକ୍ତିଜଣକ କିଛିଦିନ ଧରି ନିଜ ପତ୍ନୀଙ୍କର ଚରିତ୍ର ଉପରେ ସନ୍ଦେହ କରି ଆସୁଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଳିଝଗଡ଼ା ଲାଗିରହିଥାଏ। ବିଷ ପିଇଥିବା ବ୍ୟକ୍ତିଜଣକ ରାଜମିସ୍ତ୍ରୀ କାମ କରନ୍ତି। ଗତକାଲି କାମସାରି ଘରକୁ ଫେରିଥିବା ବେଳେ ଘରେ ତାଙ୍କ ପତ୍ନୀଙ୍କ ସହ ଆଉଜଣେ ଯୁବକ ରହିଥିବା ଦେଖିବାକୁ ପାଇଥିଲେ। ଏହାପରେ ସେ ବିଷ ପିଇଦେଇଥିବା ଅଭିଯୋଗ କରିଛନ୍ତି। ପଡ଼ୋଶୀ ଲୋକଙ୍କ ଦ୍ଵାରା ସେ ଔପଦା ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ସେଠାରୁ ତାଙ୍କୁ ସୋର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଏ ବାବଦରେ ଲିଖିତ ଅଭିଯୋଗ ପାଇବା ପରେ ପୁଲିସ ତାଙ୍କ ଘରକୁ ଯାଇ ସମ୍ପୃକ୍ତ ଯୁବକଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!