Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସ ହୋଲି ଯାଏ ବନ୍ଦ

by ସଞ୍ଜୟ ସ୍ୱାଇଁ
March 25, 2021
in Feature News
ଦୁଇ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସ ହୋଲି ଯାଏ ବନ୍ଦ
307
VIEWS
Share on FacebookShare on Twitter

ସମ୍ବଲପୁର,(ବାଘୁଆବାର୍ତ୍ତା):  ସମ୍ବଲପୁର ସହରର ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସକୁ ଆଗାମୀ ହୋଲି ଯାଏ ବନ୍ଦ ରଖିବାକୁ ଅନୁଷ୍ଠାନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ଶିକ୍ଷାନୁଷ୍ଠାନର ଦୁଇଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ଶିକ୍ଷାନୁଷ୍ଠାନର ଅନ୍ୟ କର୍ମଚାରୀମାନଙ୍କର କୋଭିଡ ପରୀକ୍ଷା କରାଯିବ। ଏଥିସହ ଶିକ୍ଷାନୁଷ୍ଠାନର ପରିସରକୁ ସାନିଟାଇଜ୍ କରାଯିବ ବୋଲି ସୂଚନା ମିଳିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!