Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୪ଖଣିକୁ ମିଳିଲା ଅନୁମତି

by ସଞ୍ଜୟ ସ୍ୱାଇଁ
March 25, 2021
in Breaking, Business, State
୧୪ଖଣିକୁ ମିଳିଲା ଅନୁମତି
130
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଦେଶରେ ୬୭କୋଇଲା କଣି ନିଲାମକୁ ମିଳିଛି ଅନୁମତି । ଏଥିମଧ୍ୟରୁ ଓଡ଼ିଶାର ୧୪ଗୋଟି କୋଇଲା ଖଣିକୁ ନିଲାମ କରିବା ପାଇଁ ଅନୁମତି ମିଳିଛି । ତେଲିସାହି, ମହାନଦୀ, ମାଛକଟା, ଅଳକାନନ୍ଦା କୋଲ ବ୍ଲକ, ରାମଚଣ୍ଡି ପ୍ରମୋସନ ବ୍ଲକ, ବର୍ତ୍ତାପକୁ ନିଲାମ ପାଇଁ ଅନୁମତି ମିଳିଥିବା ବେଳେ ବୁରା ପାହାଡ଼, ବେଲପାହାଡ଼ ଗଭୀର ଖନନ, କୋଷଳ ପଶ୍ଚିମ, ଛତାବର, ତେନ୍ତୁଲୋଇ, ଫୁଲଝରି ଉତ୍ତର ଓ ପଶ୍ଚିମକ, ଶରଧାପୁର ଉତ୍ତର, କଦାବାହଲ-ବ୍ରାହ୍ମଣବିଲ ଖଣିକୁ ନିଲାମ ପାଇଁ ଆଜି ଅନୁମତି ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!