Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ମହନ୍ତ ଗୁରୁତର

by ସଞ୍ଜୟ ସ୍ୱାଇଁ
March 26, 2021
in Accident, State
ମାସେତଳେ ବିବାହ: ବାଇକ୍ ଧକ୍କା, ୨ମୃତ
462
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଟ୍ରକ୍କ ଧକ୍କାରେ ଜଗନ୍ନାଥ ମଠର ମହନ୍ତ ରାମ ନାରାୟଣ ଦାସ ମହାରାଜ ଗୁରୁତର ହୋଇଛନ୍ତି । ସେଠାରୁ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ମହନ୍ତ ରାମ ନାରାୟଣ ଦାସ ନିଜ ସ୍କୁଟି ଧରି ଗଞ୍ଜାମରୁ ଛତ୍ରପୁରକୁ ଯାଉଥିଲେ । ଠିକ୍‌ ଏହି ସମୟରେ କଲେଜ ଛକ ନିକଟରେ ଏକ ଟ୍ରକ ଆସି ପଛ ପଟୁ ଧକ୍କା ଦେଇଥିଲା ଜ୍ଝ ଯାହାଫଳରେ ମହନ୍ତ ଜଣକ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ମହନ୍ତଙ୍କୁ ସ୍ଥାନୀୟ ଲୋକେ ଓ ଛତ୍ରପୁର ଥାନା କର୍ମଚାରୀ ପ୍ରଥମେ ଅଟୋ ଯୋଗେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲ ,ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି ପୁଲିସ । ବେପରୁଆ ଗାଡି ଚଲାଣ ଯୋଗୁଁ ଏହି ଦୃଘଟଣା ଘଟିଥିବା ସୂଚନା ମିଳିଛି

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!