Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାତ୍ରୀବାହୀ ବସ ଓଲଟିଲା: ଜଣେ ମୃତ, ୨୦ଆହାତ

by ସଞ୍ଜୟ ସ୍ୱାଇଁ
March 27, 2021
in Accident, Breaking, State
ଯାତ୍ରୀବାହୀ ବସ ଓଲଟିଲା: ଜଣେ ମୃତ, ୨୦ଆହାତ
660
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଟିଟିଲାଗଡ଼ରେ ଓଲଟିଲା ବସ୍ । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଏଭଳି ମର୍ମନ୍ତୁତ ଦୁର୍ଘଟଣା ଘଟିଛି ତୁରୁକଭଟା ଅଞ୍ଚଳରେ । ସୂଚନାନୁସାରେ, ଭବାନୀପାଟଣାରୁ ବସ ବାହାରି ରାଜଖରିଆ ଅଭିମୁଖେ ଯାଉଥିବା ବେଳେ ଟିଟିଲାଗଡ଼ ସିନେ୍ଧକେଲା ଥାନା ଅନ୍ତର୍ଗତ ତୁରୁକଭଟା ନିକଟରେ ଭାରସାମ୍ୟ ହରାଇ ବସଟି ଓଲଟି ପଡିଛି । ଯାହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଗୁରୁତର ହୋଇଥିବା ଜଣାପଡିଛି । ଖବର ପାଇଁ ଘଟଣାସ୍ଥଳରେ ପୁଲିସ ପହଞ୍ôଚ ଗୁରୁତର ଥିବା ଯାତ୍ରୀମାନଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । ଆଗକୁ ଆହାତ ସଂଖ୍ୟା ଆହୁରୀ ବୃଦ୍ଧି ପାଇବା ନେଇ ଆଶଙ୍କା ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!