Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ଜବତ: ଗାଡ଼ି ସହିତ ୪ଜଣ ଅଟକ

by ସଞ୍ଜୟ ସ୍ୱାଇଁ
March 27, 2021
in Crime, State
ଗଞ୍ଜେଇ ଜବତ: ଗାଡ଼ି ସହିତ ୪ଜଣ ଅଟକ
460
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶାରୁ ବହୁ ପରିମାଣରେ ଗଞ୍ଜେଇ ବାହାର ରାଜ୍ୟକୁ ଚାଲାଣ ହେଉଛି । ଏନେଇ ବ୍ରହ୍ମପୁର ବଡବଜାର ପୋଲିସ ଗଞେଇ ଚୋରା ଚାଲାଣ ବେଳେ ଚଢ଼ାଉ କରି ସଫଳତା ପାଇଥିବା ସୂଚନା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ ପୋଲିସ୍‌ ରାସ୍ତାରେ ଛକି ରହିଥିଲା । ନିର୍ଦ୍ଧିଷ୍ଟ ନମ୍ୱରର ଗାଡ଼ି ଆସିବା କ୍ଷଣି ତାକୁ ଅଟକାଇ ଯାଇଥିଲା । ପରେ ଗଞେଇ ଭର୍ତ୍ତି ଟାଟା ଏସିଇ ଭ୍ୟାନ୍ ସହ ୬୦ କିଲୋ ଗଞେଇ ଜବତ କରାଯାଇଥିଲା । ପୋଲିସ୍‌ ଗାଡ଼ି ଭିତରେ ଥିବା ୪ ଜଣଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ଝାଡଖଣ୍ଡର ୩ ଜଣ ଏବଂ ଗଞାମ ଜିଲ୍ଲାର ଜଣେ ଥିବା ପୋଲିସ୍‌ ସୂଚନା ଦେଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!