Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ବାର ଆସୋସିଏସନ : ପବିତ୍ର ମୋହନ ସାହୁ ସଭାପତି

by ସଞ୍ଜୟ ସ୍ୱାଇଁ
March 28, 2021
in Nayagarh
ଓଡ଼ଗାଁ ବାର ଆସୋସିଏସନ : ପବିତ୍ର ମୋହନ ସାହୁ ସଭାପତି
192
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ଓଡ଼ଗାଁ ବାର ଆସୋସିଏସନ ନିର୍ବାଚନ ଆଜି ଅନୁଷ୍ଠିତ ହୋଇଯାଇଛି ।ଏଥିରେ ସୁବାଷ ପାତ୍ର ନିର୍ବାଚନ ଅଧିକାରୀ ଭାବେ ଯୋଗ ଦେଇ ନିର୍ବାଚନ ପରିଚାଳନା କରିବା ସହ ଫଳାଫଳ ଘୋଷଣା କରିଥିଲେ । ସଭାପତିରୂପେ ବରିଷ୍ଠ ଆଇନଜୀବୀ ପବିତ୍ର ମୋହନ ସାହୁ ,ଉପସଭାପତି ରୂପେ ରବୀନ୍ଦ୍ର କୁମାର ନନ୍ଦ ,ସମ୍ପାଦକରୂପେ ବସନ୍ତ କୁମାର ମହାନ୍ତି ,ଯୁଗ୍ମ ସମ୍ପାଦକ ଭାବେ ବିମଳେନ୍ଦୁ କୁମାର ନନ୍ଦ ,କୋଷାଧ୍ୟକ୍ଷ ଚିତ୍ତରଞ୍ଜନ ମହାନ୍ତି ଏବଂ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ କିଶୋର ଚନ୍ଦ୍ର ସାହୁ ,ପାଣୁ ଚରଣ ବେହେରା,ଚିରଞ୍ଜିବ ଦାସ ଏବଂ ପ୍ରଦୀପ କୁମାର ବିଷୋୟୀ ପ୍ରମୁଖ ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଛନ୍ତି।ସମସ୍ତ କର୍ମକର୍ତ୍ତା ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ ।ନବନିର୍ବାଚିତ ସଭାପତି ଏବଂ କର୍ମକର୍ତ୍ତାଙ୍କୁ ଓକିଲ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଅଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!