Monday, August 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାସନର ଦ୍ୱାରସ୍ଥ ହେଲେ ଯୋଡ଼ାସାହି ବାସିନ୍ଦା

by ସଞ୍ଜୟ ସ୍ୱାଇଁ
March 30, 2021
in Education, Nayagarh
ପ୍ରଶାସନର ଦ୍ୱାରସ୍ଥ ହେଲେ ଯୋଡ଼ାସାହି ବାସିନ୍ଦା
217
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସିଙ୍ଗାରପଲ୍ଲୀ ପଞ୍ଚାୟତ ଯୋଡ଼ାସାହି ଗ୍ରାମରେ ରହିଥିବା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପୋଷାକ ଏବଂ ଖାଦ୍ୟପେୟ ମିଳୁନଥିବା ନେଇ ଆଜି ଗ୍ରାମବାସୀ ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି । ଏଠାରେ ପ୍ରଥମରୁ ପଞ୍ଚ ଶ୍ରେଣୀ ମଧ୍ୟରେ ୨୪ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି । କରୋନା ମହାମାରୀ ଯୋଗୁଁ ବିଦ୍ୟାଳୟ ବନ୍ଦ ଥିବା ବେଳେ ସରକାର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଖାଦ୍ୟ ଏବଂ ପୋଷାକ ଯୋଗାଇ ଦେଉଛନ୍ତି । ମାତ୍ର ଯୋଡ଼ାସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟକୁ ଏଥିରୁ ବାଦ ଦିଆଯାଇଥିବା ଅଭିଯୋଗ ହୋଇଛି । ଏନେଇ ଆଜି ଗ୍ରାମବାସୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଅଭିଯୋଗ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!