ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ଥାନା ପୁଲିସ ଆଜି କୋଟଗଡ଼ ନିକଟରୁ ଏକ ଟ୍ରକରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି । ଗଞ୍ଜେଇ ଚାଲାଣ ଅଭିଯୋଗରେ ପୁଲିସ ୬ ଜଣଙ୍କୁ ଅଟକ ରଖିଥିବା ବେଳେ ଟ୍ରକକୁ ମଧ୍ୟ ଜବତ କରିଛି । ଏନେଇ ପୁଲିସ ପକ୍ଷରୁ କୈାଣସି ସୂଚନା ପ୍ରଦାନ କରାଯାଇନଥିବା ବେଳେ ଆନୁମାନିକ ୪ କ୍ୱିଣ୍ଟାଲରୁ ଉଦ୍ଧ୍ୱର୍ ଗଞ୍ଜେଇ ଜବତ ହୋଇଥିବା ସ୍ଥାନୀୟ ଲୋକେ କହୁଛନ୍ତି ।






