Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୋର ଜବରଦସ୍ତି କିସ୍ କଲେ ଗଭର୍ଣ୍ଣର!

by ସଞ୍ଜୟ ସ୍ୱାଇଁ
March 31, 2021
in Feature News, NATIONAL NEWS
ଜୋର ଜବରଦସ୍ତି କିସ୍ କଲେ ଗଭର୍ଣ୍ଣର!
1k
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମହିଳାଙ୍କୁ ଜୋର ଜବରଦସ୍ତ କିସ କଲେ ଗଭର୍ଣ୍ଣର । ଏନେଇ ମହିଳା ଜଣଙ୍କ ଅଭିଯୋଗ ଆଣିଛନ୍ତି । ମହିଳା ଜଣକ ବାରଣ କରିବା ସ୍ୱତେ ଗଭର୍ଣ୍ଣର ଶୁଣିନଥିଲେ । ନ୍ୟୁୟର୍କ ଶେରି ଭିଲେ ନାମ ଜଣେ ମହିଳା ଅଭିଯୋଗ ଆଣିଛନ୍ତି ନ୍ୟୁୟର୍କର ଗଭର୍ଣ୍ଣର ଏଣ୍ଡ୍ରୁ ଗ୍ୟୁମୋଙ୍କ ବିରୋଧରେ । ଶେରି ଭିଲେ ନାମକ ମହିଳା ଗଭର୍ଣ୍ଣରଙ୍କ ନାମରେ ଯୌନ ଶୋଷଣ ଅଭିଯୋଗ ଆଣିଛନ୍ତି । ପିଡିତାଙ୍କ ଓକିଲ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ଯେ, ୨୦୧୭ ମସିହାରେ ବନ୍ୟା ପରିସ୍ଥିତି ଯେତେ ବେଳେ ଦେଖା ଦେଇଥିଲା ସେହି ସମୟରେ କ୍ଷୟକ୍ଷତି ଆକଳନ କରିବା ପାଇଁ ଗଭର୍ଣ୍ଣର ଏଣ୍ଡ୍ର୍ୟୁ ଉକ୍ତ ମହିଳାଙ୍କ ଘରକୁ ଯାଇଥିଲେ । ସେଠାରେ ମହିଳାଙ୍କୁ ଦେଖି ଗଭର୍ଣ୍ଣର ସହ୍ୟ କରିପାରି ନଥିଲେ । ଯାହାଫଳରେ ଜୋର ଜବରଦସ୍ତି ମହିଳାଙ୍କୁ କିସ୍ କରିଥିଲେ ଏବଂ ପିଡିତା ମହିଳାଙ୍କ ହାତ ଧରି ଆପତ୍ତିଜନକ ଭାଷାରେ କଥା ହୋଇଥିଲେ । ଯାହାରକି ଏକ ପ୍ରମାଣ ପିଡିତାଙ୍କ ଓକିଲ ସାମ୍ବାଦିକ ସମ୍ମିଳନୀରେ ଜାରି କରିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!