Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବୀନଙ୍କୁ ଚିଠି ଲେଖିଲେ

by ସଞ୍ଜୟ ସ୍ୱାଇଁ
March 31, 2021
in Politics, State
ନବୀନଙ୍କୁ ଚିଠି ଲେଖିଲେ
309
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପଶ୍ଚିମବଙ୍ଗରେ ଆସନ୍ତା କାଲି ଠାରୁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବା ପୂର୍ବରୁ ଟିଏମସି ବିଧାୟକ ପ୍ରାର୍ଥୀ ମମତା ବାନାର୍ଜୀ ବିଜେପି ଦଳକୁ ବିରୋଧ କରୁଥିବା ନେତାଙ୍କୁ ଚିଠି ଲେଖିଛନ୍ତି । ବିଜେପି ସରକାର ଯେଉଁ ଭଳି ଭାବେ ଜନବିରୋଧି ନୀତି ଆପଣେଇଛି ଏହାକୁ ବିରୋଧ କରିବା ପାଇଁ ଓଡ଼ିଶାର ବିଜେଡ଼ି ମୁଖିଆ ନବୀନ ପଟ୍ଟନାୟକ, କଂଗ୍ରେସର ସୋନିଆ ଗାନ୍ଧୀଙ୍କ ସମେତ ୧୫ଟି ଦଳକୁ ଏକାଠି ହେବାକୁ ଚିଠି ଲେଖିଛନ୍ତି । ଯେଉଁଥିରେ କି ଏନସିପି ସୁପ୍ରିମୋ ଶରଦ ପାୱାର, ଡିଏମକେ ମୁଖ୍ୟ ଏମକେ ଷ୍ଟାଲିନ୍, ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ସାଦବ, ଆମଦ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ, ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ୍, ୱାଇଏସଆର କଂଗ୍ରେସ ମୁଖ୍ୟ ଜଗନ ରେଡ୍ଡୀ, ନ୍ୟାଶନାଲ କନଫରେନସ ସୁପ୍ରିମୋ ଫାରୁକ୍ ଅବଦୁଲ୍ଲା, ପିଡିପି ସୁପ୍ରିମୋ ମେହବୁବା ମୁଫତିଙ୍କୁ ବ୍ୟକ୍ତିଗତ ଭାବରେ ଚିଠି ଲେଖି ସମର୍ଥନ ମାଗିଛନ୍ତି ମମତା ବାନାର୍ଜୀ । ଚିଠିରେ ବିଜେପି ଯେଉଁ ଭଳି ଭାବେ ଆଞ୍ଚଳିକ ଦଳ ଉପରେ ସିବିଆଇ, ଇଡି ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ଏଜେନ୍ସି ବ୍ୟବହାର କରୁଛି ତାହା ହାସ୍ୟସ୍ପଦ । ବିଜେପି ଗଣତନ୍ତ୍ର ଏବଂ ସମ୍ବିଧାନ ଉପରେ ଘନ ଘନ ଆକ୍ରମଣ କରୁଛି । ଏହା ବିରୋଧରେ ସମସ୍ତେ ଏକଜୁଟ ହେବା ଆବଶ୍ୟକ ବୋଲି ମମତା କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!