Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା କବଳରେ କୁମ୍ଭମେଳା: ୪ଦିନରେ ୩୦୦ଲୋକ କରୋନା ସଂକ୍ରମିତ

by ସଞ୍ଜୟ ସ୍ୱାଇଁ
April 3, 2021
in Feature News
କରୋନା କବଳରେ କୁମ୍ଭମେଳା: ୪ଦିନରେ ୩୦୦ଲୋକ କରୋନା ସଂକ୍ରମିତ
260
VIEWS
Share on FacebookShare on Twitter

ହରିଦ୍ବାର,(ବାଘୁଆବାର୍ତ୍ତା):  କରୋନା ମହାମାରୀ ପାଇଁ ଚଳିତ ବର୍ଷ କେବଳ ଗୋଟେ ମାସ ପାଇଁ କୁମ୍ଭମେଳା କରିବାକୁ ଅନୁମତି ଦେଇଛନ୍ତି ସରକାର। କରୋନା କଟକଣା ମଧ୍ୟ କୁମ୍ଭମେଳା କରିବାକୁ ଅନୁମତି ମିଳିଥିବା ବେଳେ ୪ଦିନ ମଧ୍ୟରେ ୩୦୦ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଶଙ୍କରାଚାର୍ଯ୍ୟ ଚୌକରେ ଅବସ୍ଥିତ କୃଷ୍ଣ ଆଶ୍ରମରେ ସାତଜଣ ସାଧୁ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ କୁମ୍ଭମେଳା ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। କରୋନା ସଂକ୍ରମିତ ହୋଇଥିବା ସାଧୁମାନଙ୍କୁ ଏବେ ସଙ୍ଗରୋଧରେ ରଖାଯାଇଛି। ଚଳିତ ବର୍ଷ ଉତ୍ତରାଖଣ୍ଡର ହରିଦ୍ୱାରରେ ଥିବା ଗଙ୍ଗା କୂଳରେ ଏପ୍ରିଲ ୧ରୁ ୩୦ପର୍ଯ୍ୟନ୍ତ କୁମ୍ଭମେଳା ହେବ ଏବଂ ଏପ୍ରିଲ ୧୨, ୧୪ ଏବଂ ୨୭ରେ ତିନୋଟି “ଶାହି ସ୍ନାନ” (ମୁଖ୍ୟ ସ୍ନାନ) ହେବ। ତେବେ କୁମ୍ଭମେଳାକୁ ଆରମ୍ଭ ହେବାର ୭୨ଘଣ୍ଟା ପୂର୍ବରୁ ପରୀକ୍ଷା କରାଯାଇଥିବା ନେଗେଟିଭ ଆରଟି-ପିସିଆର ପରୀକ୍ଷା ରିପୋର୍ଟ ଦାଖଲ ଭକ୍ତଙ୍କ ପାଇଁ ବାଧ୍ୟତାମୂଳକ କରିଛନ୍ତି ଉତ୍ତରାଖଣ୍ଡ ହାଇକୋର୍ଟ । କୋଭିଡ୍-୧୯ ଟିକାକରଣ କରିଥିବା ଭକ୍ତମାନଙ୍କୁ ସେମାନଙ୍କର ସାର୍ଟିଫିକେଟ୍ ଏକ ଅଫିସିଆଲ୍ ପୋର୍ଟାଲରେ ଅପଲୋଡ୍ କରିବାକୁ ପଡିବ ଏବଂ ନିର୍ଦ୍ଦେଶାବଳୀ ଅନୁସରଣ କରିବାକୁ ପଡିବ। ୧୨ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି କୁମ୍ଭମେଳା ସାଧାରଣତଃ ସାଢ଼େ ତିନି ମାସ ଧରି ଚାଲିଥାଏ। ୨୦୧୦ରେ ଶେଷ ଥର ପାଇଁ କୁମ୍ଭମେଳା ଅନୁଷ୍ଠିତ ‌ହୋଇଥିବା ବେଳେ ଜାନୁଆରି ୧୪ରୁ ଏପ୍ରିଲ ପର୍ଯ୍ୟନ୍ତ ଚାଲିଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!