Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛତିଶଗଡ଼ରେ ୨୨ ଯବାନ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ଟାର୍ଗେଟ୍ କଲା ବିଜେପି

by ସଞ୍ଜୟ ସ୍ୱାଇଁ
April 4, 2021
in Feature News
ଛତିଶଗଡ଼ରେ ୨୨ ଯବାନ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ଟାର୍ଗେଟ୍ କଲା ବିଜେପି
244
VIEWS
Share on FacebookShare on Twitter

ରାୟପୁର,(ବାଘୁଆବାର୍ତ୍ତା):: ଛତିଶଗଡ଼ର ବିଜାପୁରରେ ମାଓବାଦୀମାନଙ୍କ ଅତର୍କିତ ଆକ୍ରମଣରେ ୨୨ଜଣ ଯବାନ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ବିଜେପି ଟାର୍ଗେଟ୍ କରିଛି। ବିଜେପି ସାଂସଦ ଦିଲୀପ ସାଇକିଆ ଅଭିଯୋଗ କରିଛନ୍ତି, ଯେଉଁ ସମୟରେ ଛତିଶଗଡ଼ର ଅନେକ ସୁରକ୍ଷା କର୍ମୀ ପ୍ରାଣ ହରାଇଛନ୍ତି, ସେହି ସମୟରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଆସାମରେ ନିର୍ବାଚନ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ସେ ଏଏନଆଇ ନ୍ୟୁଜ ଏଜେନ୍ସିକୁ ଏହା କହିଛନ୍ତି। ଦିଲୀପ ସାଇକିଆ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରୀ କର୍ମଚାରୀ ଏବଂ ସରକାରୀ କଳର ଅପବ୍ୟବହାର କରି ମୁଖ୍ୟମନ୍ତ୍ରୀ ଆସାମରେ ଡେରା ପକାଇଛନ୍ତି। ନିର୍ବାଚନ କମିସନ ଏହି ଘଟଣାର ଅନୁସନ୍ଧାନ କରିବା ଉଚିତ। ସୂଚନାଯୋଗ୍ୟ, ଶନିବାର ଦିନ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଅତର୍କିତ ଆକ୍ରମଣ କରିବାରୁ ଅନ୍ୟୂନ ୨୨ଜଣ ଯବାନ ସହିଦ ହୋଇଛନ୍ତି ଏବଂ ଆହୁରି ୩୧ଜଣ ଯବାନ ଆହତ ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!