Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶବକୁ ବଞ୍ଚାଇବାକୁ ପୂଜାର୍ଚ୍ଚନା

by ସଞ୍ଜୟ ସ୍ୱାଇଁ
April 5, 2021
in Nayagarh
୩ଛୁଆକୁ ବିଷ ଦେଇ ମାଆର ଆତ୍ମହତ୍ୟା ଉଦ୍ୟମ:୨ମୃତ
728
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ ବରସାହି ଗ୍ରାମରେ ଆଜି ଜଣେ ଦଣ୍ଡୁଆଙ୍କ ମୃତ୍ୟୁ ପରେ ତାଙ୍କ ଶବକୁ ବଞ୍ଚାଇବା ପାଇଁ ପୂଜାର୍ଚ୍ଚନା ଚାଲିଥିବା ପୁଲିସ ସୁତ୍ରରୁ ଜଣାଯାଇଛି । ଶନିବାର ରାତ୍ରିରେ ଦଣ୍ଡନାଚ ଚାଲିଥିବା ବେଳେ ରବି ନାହାକ (୪୫) ନାମକ ଦଣ୍ଡୁଆ କୈାଣସି କାରଣରୁ ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ ଚିକିତ୍ସା ପାଇଁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ରବିକୁ ମୃତ ଘୋଷଣା କରିଥିଲେ । ଖବରପାଇ ଶରଣକୁଳ ପୁଲିସ୍ ଥାନାରେ ୪/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ମାତ୍ର ଶବକୁ ବ୍ୟବଚ୍ଛେଦ ନକରି ପରିବାର ଓ ଗ୍ରାମବାସୀ ନେଇ ଯାଇଥିବା ଜଣାଯାଇଛି । ଶବକୁ ଗ୍ରାମକୁ ନେବା ପରେ ଏହାକୁ ବଞ୍ଚାଇବା ପାଇଁ ପୂଜାର୍ଚ୍ଚନା ଚାଲିଥିବା ପୁଲିସ ସୁତ୍ରରୁ ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!