Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାଳଚେରରେ ଖୁବଶୀଘ୍ର ଆରମ୍ଭ ହେବ ନୂଆ ତାପଜ ୟୁନିଟ ପ୍ରତିଷ୍ଠା କାମ

by ସଞ୍ଜୟ ସ୍ୱାଇଁ
April 5, 2021
in Feature News
ତାଳଚେରରେ ଖୁବଶୀଘ୍ର ଆରମ୍ଭ ହେବ ନୂଆ ତାପଜ ୟୁନିଟ ପ୍ରତିଷ୍ଠା କାମ
117
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର ଚାଲୁ ରଖିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଲେଖିଥିବା ପତ୍ର ଅନୁସାରେ ଆଜି ରାଜ୍ୟ ସରକାର ଏବଂ ଏନ.ଟି.ପି.ସି. ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟତଃ ତାଲଚେରରେ ଥିବା ପୁରୁଣା ତାପଜ ବିଦ୍ୟୁତ କେନ୍ଦ୍ର ଚଳାଇବ‌ା ଏବଂ ନୂଆ ୟୁନିଟ ପ୍ରତିଷ୍ଠା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ତାଲଚେ‌ରରେ ରାଜ୍ୟର ବିଦ୍ୟୁତ ଚାହିଦା ଅନୁସାରେ ଗୋଟିଏ କିମ୍ବା ଦୁଇଟି ଅଲଟ୍ରା-ମେଗା ପାୱାର ୟୁନିଟ ପ୍ରତିଷ୍ଠା ନିମନ୍ତେ ନିଷ୍ପତ୍ତି ହୋଇଥିଲା। ଏହି ନୂଆ ୟୁନିଟର ପ୍ରତିଷ୍ଠା ଉତ୍ପାଦିତ ବିଦ୍ୟୁତର ବିପଣୀ ଓ କାରବାର ସମ୍ବନ୍ଧରେ ଗ୍ରୀଡକୋ ଏବଂ ଏନଟିପିସି ମିଳିତ ଭାବେ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବେ ବୋଲି ସ୍ଥିର ହୋଇଥିଲା। ଏବିଷୟରେ ଖୁବଶୀଘ୍ର ରାଜ୍ୟ ସରକାରଙ୍କୁ ପତ୍ର ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଏନଟିପିସିର ଅଧ୍ୟକ୍ଷ ଗୁରୁଦୀପ ସିଂହ କହିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!