Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଶୁପକ୍ଷୀଙ୍କ ପାଇଁ ଜଳପାତ୍ର

by ସଞ୍ଜୟ ସ୍ୱାଇଁ
April 6, 2021
in Feature News, Nayagarh
ପଶୁପକ୍ଷୀଙ୍କ ପାଇଁ ଜଳପାତ୍ର
207
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମାର୍ଚ୍ଚ ମାସ ନ ସରୁଣୁ ପାରଦ ୪୨ ଛୁଇଁଲାଣି । ଧୀରେ ଧୀରେ ଜଳାଶୟ ଶୁଖିବାକୁ ବସିଲାଣି। ଏ ସମୟରେ ସାଧାରଣ ମଣିଷ ଭଳି ପଶୁପକ୍ଷୀମାନେ ଜଳ ଟିକେ ପାଇଁ ଡହଳ ବିକଳ ହେଉଛନ୍ତି। ଏ ସମସ୍ୟାକୁ ଦୃଷ୍ଟିରେ ରଖି ନୟାଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଅନନ୍ୟା ଫାଉଣ୍ଡେସନ ତରଫରୁ ପଶୁପକ୍ଷୀମାନଙ୍କ ଜଳପାନ ପାଇଁ ରାସ୍ତାର ଉଭୟ ପାର୍ଶ୍ବରେ ଜଳପାତ୍ରର ବ୍ୟବସ୍ଥା କରାଯାଇଛି। ଆଜି ଏହି କାର୍ୟ୍ୟକ୍ରମ ନୟାଗଡ଼ ଜିଲ୍ଲାର ପ୍ରତାପପ୍ରସାଦ ଠାରୁ ଦର୍ପନାରାୟଣପୁର ପର୍ୟ୍ୟନ୍ତ ପାଖାପାଖି ୧୨ କି.ମି. ବ୍ୟାପି କରାଯାଇଥିଲା। ଆଗାମୀ ଦିନରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଏ କାର୍ୟ୍ୟକ୍ରମ କରାଯିବ ବୋଲି ଅନନ୍ୟା ଫାଉଣ୍ଡେସନ୍ ସଭାପତି ଆଶୁତୋଷ ଦାସ, ସଂପାଦକ ସନ୍ତୋଷ ପ୍ରଧାନ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!