Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ କ୍ଲାସ ବାତିଲ

by ସଞ୍ଜୟ ସ୍ୱାଇଁ
April 7, 2021
in Feature News
ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ କ୍ଲାସ ବାତିଲ
717
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସକୁ ବାତିଲ କରାଯାଇଛି । ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ରୃତି ପାଉଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ଦୈନିକ ୭ ଶହ ଛୁଇଁ ସାରିଥିବା ଜଣାଯାଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ । ହଷ୍ଟେଲ ଛାଡ଼ି ଘରକୁ ଯିବାକୁ ଛାତ୍ରଛାତ୍ରୀଙ୍କୁ କୁହାଯାଇଛି । ଆବଶ୍ୟକ ପଡ଼ିଲେ ଅନ୍ଲାଇନ କ୍ଲାସ କରାଯିବ । ସବୁ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!