Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଥାନା ଭିତରେ ପଶି ହାଣିଲେ

by ସଞ୍ଜୟ ସ୍ୱାଇଁ
April 7, 2021
in Breaking, State
ଥାନା ଭିତରେ ପଶି ହାଣିଲେ
507
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଥାନା ଭିତରେ ପଶି ଦୁଇଜଣ ଅଭିଯୋଗକାରୀକୁ ହାଣିଲେ ଦୁବୃତ୍ତ । ଏକାଥରକେ ୧୫୦ ଦୁବୃତ୍ତ ଥାନା ଭିତରକୁ ଧସେଇ ପଶି ଦୁଇ ଅଭିଯୋଗକାରୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି । ଏଭଳି ଜଘନ୍ୟ ଘଟଣା ଘଟିଯାଇଛି ବାଲେଶ୍ୱର ଜିଲ୍ଲାରେ । ସୂଚନାନୁସାରେ, ବାଲୋଶ୍ୱର ଜିଲ୍ଲା ରେମୁଣା ଥାନା ଅଞ୍ଚଳରେ ବେଆଇନ୍ ବାଲି ଚାଲାଣକୁ ନେଇ ହୋଇଥିବା ଅଭିଯୋଗକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଛି । ଥାନା ପରିସରରେ ପୁଲିସ ଉପସ୍ଥିତିରେ ପ୍ରାୟ ୧୫୦ ଲୋକ ସଂଘବଦ୍ଧ ଭାବେ ଥାନା ଭିତରକୁ ଧସେଇ ପଶିଥିଲେ । ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଦୁଇ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହାଣିଥିବା ନେଇ ଜଣାପଡିଛି । ତେବେ ଥାନା ପରିସରରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ରେମୁଣା ପୁଲିସ ତଦନ୍ତ ଆରମ୍ଭ କରିଛି । ଥାନା ପରିସରରେ ଏଭଳି ଘଟଣା ଘଟିଥିବା ନେଇ ଉତ୍ତେଜନା ଦେଖା ଦେଇଥିବାରୁ ଥାନା ପରିସରରେ ୨ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!