Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ରାସ୍ତାକୁ ଓହ୍ଲାଇଲେ ଉପଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
April 7, 2021
in Feature News
ପୁଣି ରାସ୍ତାକୁ ଓହ୍ଲାଇଲେ ଉପଜିଲ୍ଲାପାଳ
1.5k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା); ନୟାଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ରୃତ ଗତିରେ ବୃଦ୍ଧି ପାଉଥିବାରୁ ଆଜି ପ୍ରଶାସନ ପକ୍ଷରୁ ସହରରେ ସଚେତନତା କରାଯାଇଛି । ଆଜି ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସକ୍ରିୟ ମାମଲା ୨୫ରେ ପଞ୍ଚିଛି । ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ତହସିଲଦାର ଭିକାରୀ ସାହୁ, ଥାନା ଅଧିକାରୀ ଜୟଦୀପ ମହାନ୍ତି ପ୍ରମୂଖ ସହରରେ ବୁଲି ଲୋକଙ୍କୁ ମାସ୍କ ବ୍ୟବହାର କରିବା ପାଇଁ ସଚେତନ କରିଛନ୍ତି । ଏଥିସହିତ ଟାଉନଥାନା ପୁଲିସ ପକ୍ଷରୁ ୧୯ ଜଣ ବିନା ମାସ୍କ ଧାରିଙ୍କଠାରୁ ୩୮ ଶହ ଟଙ୍କା ଜୋରିମାନା ଆଦାୟ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!