Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶହୀଦଙ୍କ ଉଦ୍ଦେଶ୍ୟର ଟାଙ୍ଗି ସାମ୍ବାଦିକ ସଙ୍ଘର ମହମବତୀ ଶୋଭା ଯାତ୍ରା

by Sanjay Swain
April 7, 2021
in Accident, Nayagarh
ଶହୀଦଙ୍କ ଉଦ୍ଦେଶ୍ୟର ଟାଙ୍ଗି ସାମ୍ବାଦିକ ସଙ୍ଘର ମହମବତୀ ଶୋଭା ଯାତ୍ରା
108
VIEWS
Share on FacebookShare on Twitter

ରଣପୁର,(ବାଘୁଆବାର୍ତ୍ତା) ୭/୪: ଛତିଶ ଗଡ ବିଜାପୁର ଠାରେ ନକ୍ସଲ ମାନଙ୍କ ଅତର୍କିତ ଆକ୍ରମଣ ଫଳରେ ୨୪ ଜଣ ବୀର ଜବାନ ଶହୀଦ ହୋଇଛନ୍ତି l ଏଭଳି ଘଟଣାରେ ସାରା ଦେଶ ସ୍ତବ୍ଧ ହୋଇ ଯାଇଛି l ଏହି ବୀର ଶହୀଦ ଜବାନ ମାନଙ୍କ ଅମର ଆତ୍ମାର ସଦଗତି ଓ ବୀର ଜବ‍‍ାନ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଏକ ମହମ ବତୀ ଶୋଭାଯାତ୍ରା ଆୟୋଜିତ ହୋଇ ଯାଇଛି l ଟାଙ୍ଗୀ ବଳରାମ ଦେବ ମନ୍ଦିର ଠାରୁ ମହମ ବତୀ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରିଥିଲା l ଏହି ଶୋଭାଯାତ୍ରାରେ ସଂଘର ସଭାପତି ପଦ୍ମନାଭ ବିଶ୍ୱାଳ, ସଂପାଦକ ମନୋଜ ପଟ୍ଟନାୟକ, ପ୍ରବକ୍ତା ସରୋଜ କୁମାର ପାଇକରାୟ, ଆଇନ ପରାମର୍ଶ ଦାତା ସଂଦିପନୀ ମିଶ୍ର, ସାମ୍ଵାଦିକ ଅନନ୍ତ ପ୍ରଧାନ, ରାକେଶ ମହାନ୍ତି, ରାକେଶ କୁମାର ଜଗଦେବ, କମଳ ଲୋଚନ ପାଇକରାୟ, ଜୟନ୍ତ ସୁବୁଦ୍ଧି,ପୂର୍ବତନ ସେନା ଅଧକାରୀ ଭଗବାନ ଚମ୍ପତ୍ତି, ଅବସର ପ୍ରାପ୍ତ ଶିକ୍ଷକ ଗଙ୍ଗାଧର ସୁନ୍ଦରାୟ ପ୍ରମୁଖ ଏହି ଶୋଭାଯାତ୍ରାରେ ସାମିଲ ହୋଇ ନକ୍ସଲ ମାନଙ୍କ ଏଭଳି କାର୍ଯ୍ୟ କଳ‍ାପକୁ ନିନ୍ଦା କରିଥିଲେ l

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!