Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହୁମାଛି ଆକ୍ରମଣ ଘଟଣା :ଵୃଦ୍ଧ ମୃତ

by Sanjay Swain
April 8, 2021
in Accident
ମହୁମାଛି ଆକ୍ରମଣ ଘଟଣା :ଵୃଦ୍ଧ ମୃତ
849
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା): ଗତକାଲି ଓଡ଼ଗାଁ ରାମେଶ୍ୱର ମହାଦେବଙ୍କ ସାଗରକୂଳରେ ପୂଜାର୍ଚ୍ଚନା ଚାଲିଥିବା ସମୟରେ ମହୁମାଛିଙ୍କ ଆକ୍ରମଣରେ ଗୁରୁତର ହୋଇଥିବା ସ୍ଥାନୀୟ ଖାଡିତେଲିସାହିନିବାସୀ ଦୀନବନ୍ଧୁ ପଣ୍ଡା (୭୭)ଙ୍କର ଗତକାଲି ୧୧ ଘଟିକା ସମୟରେ ମୃତ୍ୟୁବରଣ ଘଟିଥିବା ଜଣାପଡିଛି।
ଢୋଲିଆ ଏବଂ ଦଣ୍ଡୁଆଙ୍କ ସମେତ ଦେଖାଣାହାରି ଭାବେ ଠିଆ ହୋଇଥିବା ବୟବୃଦ୍ଧ ଦିନବନ୍ଧୁଙ୍କୁ ଶହଶହ ସଂଖ୍ୟାରେ ମହୁମାଛିମାନେ ଛାଡି ନଥିଲେ ।ଅଧିକ ସଂଖ୍ୟକ ମହୁମାଛି ଆକ୍ରମଣ ଯୋଗୁଁ ଦିନବନ୍ଧୁ ମୃତ୍ୟୁ ଘଟିଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!