Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରିଟେନର ପ୍ରିନ୍ସ ଫିଲିପଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
April 9, 2021
in Feature News
ବ୍ରିଟେନର ପ୍ରିନ୍ସ ଫିଲିପଙ୍କ ପରଲୋକ
168
VIEWS
Share on FacebookShare on Twitter

ଲଣ୍ଡନ,(ବାଘୁଆବାର୍ତ୍ତା): ବ୍ରିଟେନର ରାଣୀ ଏଲିଜାବେଥ-୨ୟଙ୍କ ସ୍ବାମୀ ତଥା ଡ୍ୟୁକ୍ ଅଫ ଏଡିନବରୋ ପ୍ରିନ୍ସ ଫିଲିପଙ୍କର ଆଜି ୯୯ ବର୍ଷ ବୟସରେ ପରଲୋକ ହୋଇଛି । ଆଜି ସକାଳେ ବ୍ରିଟିଶ ରାଜପରିବାରର ୨ୟ ପ୍ରମୁଖ ରାଜପ୍ରାସାଦ ଓ୍ବିଣ୍ଡସର୍ କାସଲରେ ତାଙ୍କର ପରଲୋକ ହୋଇଥିଲା ବୋଲି ବକିଂହାମ୍ ପ୍ୟାଲେସ୍ ତରଫରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି । ବିଗତ କିଛି ବର୍ଷ ହେଲା ସେ ବୃଦ୍ଧାବସ୍ଥାଜନିତ ରୋଗରେ ପୀଡ଼ିତ ଥିଲେ । ଗତ ଫେବ୍ରୁଆରି ମାସରେ ତାଙ୍କ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ମାର୍ଚ୍ଚ ୧୬ରେ ସେ ସୁସ୍ଥ ହୋଇ  ଓ୍ବିଣ୍ଡସର୍ କାସଲ ଫେରିଥିଲେ । ସେ ୧୯୨୧ରେ ଗ୍ରୀକ ଦ୍ବୀପ କୋରଫୁରେ ଜନ୍ମ ଗ୍ରହଣ କରିଥିବା ପ୍ରିନ୍ସ ଫିଲିପ୍ ୧୯୪୭ରେ  କ୍ବିନ ଏଲିଜାବେଥଙ୍କୁ ବିବାହ କରିଥିଲେ । ଏହି ରାଜ ଦମ୍ପତ୍ତିଙ୍କର ୪ ଜଣ ସନ୍ତାନ ଅଛନ୍ତି । ପ୍ରିନ୍ସ ଫିଲିପଙ୍କ ପରଲୋକ ପରେ ବ୍ରିଟେନରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ସମ୍ମାନରେ ବ୍ରିଟିଶ ଜାତୀୟ ପତାକା ୟୁନିୟନ ଜ୍ୟାକକୁ ଅର୍ଦ୍ଧନିମିତ୍ତ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!