Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି କଂଗ୍ରେସ ପ୍ରାର୍ଥିଙ୍କୁ କରୋନା

by ସଞ୍ଜୟ ସ୍ୱାଇଁ
April 10, 2021
in Nayagarh, Politics
ପିପିଲି କଂଗ୍ରେସ ପ୍ରାର୍ଥିଙ୍କୁ କରୋନା
290
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟରେ ପିପିଲି ଉପ ନିର୍ବାଚନକୁ ନେଇ ରାଜନୀତି ସରଗରମ୍ ହୋଇଥିବା ବେଳେ କଂଗ୍ରେସ ପ୍ରାର୍ଥୀଙ୍କୁ ଝଟକା ଲାଗିଛି । ଆସନ୍ତା ୧୭ତାରିଖରେ ପିପିଲି ଉପ ନିର୍ବାଚନକୁ ନେଇ ରାଜନୈତିକ ଦଳ ଗୁଡିକ ପ୍ରଚାର ପ୍ରସାର କରିଚାଲିଥିବା ବେଳେ ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କୁ କରୋନା ହୋଇଥିବା ଜଣାପଡିଛି । ଯାହାଫଳରେ ଅଜିତ୍ ନିଜେ ତାଙ୍କ ଫେସବୁକ୍ ପେଜରେ ଏନେଇ ସୂଚନା ଦେଇଛନ୍ତି । କରୋନାକୁ ନେଇ ଗୁଜବ ସୃଷ୍ଟି ନକରିବା ପାଇଁ ସେ ଅନୁରୋଧ କରିଛନ୍ତି । ଗତ ୭ତାରିଖ ଦିନ ଅଜିତ୍ ମଙ୍ଗରାଜ ପିପିଲି ମୋଟାରୀ ଗାଁରେ ପ୍ରଚାର କରୁଥିବା ବେଳେ ଅଜିତ୍ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ସେଠାରୁ ତାଙ୍କୁ ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍େୟକନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ତାଙ୍କର ଆଜି କୋଭିଡ୍-୧୯ ପଜେଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି । ପିପିଲି ଉପନିର୍ବାଚନ ମତଦାନ ହେବାକୁ ଆଉ ୬ଦିନ ଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ କରୋନାରେ ଆକ୍ରାନ୍ତ ହେବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!