Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟାଳୟ ପରିଦର୍ଶନ କଲେ “ମୋ ସ୍କୁଲ” ରାଜ୍ୟ ପ୍ରକଳ୍ପ ସଂଯୋଜକ

by ସଞ୍ଜୟ ସ୍ୱାଇଁ
April 10, 2021
in Feature News
ବିଦ୍ୟାଳୟ ପରିଦର୍ଶନ କଲେ “ମୋ ସ୍କୁଲ” ରାଜ୍ୟ ପ୍ରକଳ୍ପ ସଂଯୋଜକ
315
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା) : ଆଜି ମୋ ସ୍କୁଲ ଅଭିଯାନର ରାଜ୍ୟ ପ୍ରକଳ୍ପ ଅଧିକାରୀ ହିମାଂଶୁ ଭୂଷଣ ଓଝା ନୟାଗଡ ଜିଲ୍ଲା ରଣପୁର ବ୍ଲକର ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନରେ ଆସିଥିବା ଜଣା ପଡିଛି l ତାଙ୍କ ସହିତ “ମୋ ସ୍କୁଲ” ର ରାଜ୍ୟ ଆଞ୍ଚଳିକ ସଂଯୋଜକ ଶୁଭ ପାଲିତ, ରାଜ୍ୟ ଲୋକ ସମ୍ପର୍କ ଅଧିକାରୀ ତନ୍ମୟ ଦାସ, ନୟାଗଡ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ, ନୟାଗଡ ଜିଲ୍ଲା “ମୋ ସ୍କୁଲ” ସଂଯୋଜକ ଦେବାଶିଷ ଆଚାର୍ଯ୍ୟ ପ୍ରମୁଖ ଆସିଥିଲେ l ସେମାନେ ବିଦ୍ୟାଳୟର ମୋ ସ୍କୁଲ ଯୋଜନାରେ ହୋଇଥିବା ଲାଇବ୍ରେରୀ, ବିଜ୍ଞାନ କକ୍ଷ ଓ ସ୍ମାର୍ଟ ଶ୍ରେଣୀ, ପ୍ରାର୍ଥନା କକ୍ଷ ଆଦି ଗୃହ ବୁଲି ଦେଖିଥିଲେ l ଏହା ସହିତ ମୋ ସ୍କୁଲ ଅଭିଯାନ ଦ୍ୱାରା ବିଦ୍ୟାଳୟର କିପରି ଅଧିକ ଉନ୍ନତି କରାଯାଇ ପାରିବ ସେ ସମ୍ବନ୍ଧରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଲତା ବେହେରା ଓ ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁଙ୍କ ସହ ଆଲୋଚନା କରିଥିଲେ l ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର, ଅଶୋକ ଦାସ, ସୁଶୀଲ କୁମାର ରଣା, ଶତ୍ରୁଘନ ପାଇକରାୟ, କବିଚନ୍ଦ୍ର ସାହୁ, ମୋ ସ୍କୁଲ ସଭାପତି ନବ କିଶୋର ରାୟ, ରାଜ କିଶୋର ପଟ୍ଟନାୟକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଧବ ଚନ୍ଦ୍ର ପ୍ରଧାନ, ସୂର୍ଯ୍ୟ ନାରାୟଣ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ l

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!