Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ୟାଙ୍ଗଷ୍ଟର ହାଇଦରକୁ ଧରିବା ପାଇଁ ୩ ଏସ୍‌ପିଙ୍କୁ ଦାୟିତ୍ବ

by ସଞ୍ଜୟ ସ୍ୱାଇଁ
April 10, 2021
in Feature News
ଗ୍ୟାଙ୍ଗଷ୍ଟର ହାଇଦରକୁ ଧରିବା ପାଇଁ ୩ ଏସ୍‌ପିଙ୍କୁ ଦାୟିତ୍ବ
799
VIEWS
Share on FacebookShare on Twitter

ଭୁବନେଶ୍ବର ,(ବାଘୁଆବାର୍ତ୍ତା) :  ହାଇଦରକୁ ଠାବ କରିବାକୁ ଯାଜପୁର ଓ କେନ୍ଦ୍ରାପଡା ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି କଟକ ଡିସିପି ମଧ୍ୟ ହାଇଦରକୁ ଧରିବାକୁ ଦାୟିତ୍ୱରେ ରହିଛନ୍ତି । ହାଇଦରକୁ ଧରିବାକୁ ଏବେ ଜୋରଦାର ଅପରେସନ ଆରମ୍ଭ କରିଛି ପୁଲିସ । ଏନେଇ କଟକ ଡିସିପି ପ୍ରତିକ୍ରିୟା ଦେଇ କହିଛନ୍ତି, ସୁରକ୍ଷାକର୍ମୀଙ୍କୁ ଅଚେତ କରି ଫେରାର ହୋଇଛି ହାଇଦର । ସବୁ ଟିମକୁ ଆଲର୍ଟ କରିଦିଆଯାଇଛି । ଖୁବ ଶୀଘ୍ର ହାଇଦରକୁ ଧରିବାରେ ସଫଳ ହେବୁ । ୯୦ ଦଶକରେ ଆତଙ୍କ ଖେଳାଇଥିଲା କେନ୍ଦ୍ରାପଡ଼ାର ହାଇଦର । ରିକ୍ସା ଚାଳକରୁ ଗ୍ୟାଙ୍ଗଷ୍ଟର ସାଜିଥିଲା ହାଇଦର । ଛୋଟମୋଟ ଚୋରିରୁ ହାଇଦର ଅପରାଧ ଦୁନିଆକୁ ଆସିଥିଲା । ସୁଲେମାନ ସହ ମିଶି ଆରମ୍ଭ କରିଥିଲା ଗ୍ୟାଙ୍ଗ । ଟେଣ୍ଡର ପିକ୍ସିଂ, ହତ୍ୟା, ରାହାଜାନୀ ଭଳି ଏକାଧିକ କ୍ରାଇମ କରି ହାଇଦର ଗ୍ୟାଙ୍ଗଷ୍ଟର ପାଲଟିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!