Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷ୍ଟେସନରେ ଭଙ୍ଗାରୁଜା ଘଟଣାରେ ୧୦ ଗିରଫ, ପୁଲିସ କନେଷ୍ଟବଳ ଚିତ୍ତରଞ୍ଜନ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
April 12, 2021
in Nayagarh
ଷ୍ଟେସନରେ ଭଙ୍ଗାରୁଜା ଘଟଣାରେ ୧୦ ଗିରଫ, ପୁଲିସ କନେଷ୍ଟବଳ ଚିତ୍ତରଞ୍ଜନ ନିଲମ୍ବିତ
1.8k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ରେଳ ଷ୍ଟେସନରେ ଭଙ୍ଗାରୁଜା ଏବଂ ଷ୍ଟେସନ ମ୍ୟାନେଜର ସଂଜୟ କୁମାର ପ୍ରଧାନଙ୍କୁ ଆକ୍ରମଣ ଘଟଣାରେ ପୁଲିସ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏହି ଘଟଣାରେ ପୁଲିସ ପୁଲିସ କନେଷ୍ଟବଳ ଚିତ୍ତରଞ୍ଜନ ଜେନା ଓରଫ ଫେଲୁଙ୍କ ସମେତ ୧୦ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଫେଲୁଙ୍କୁ ନୟାଗଡ଼ ଏସ୍ପି ସିଦ୍ଧାର୍ଥ କାଟରିଆ ନିଲମ୍ବନ କରିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!