Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇଟି ମୁଣ୍ଡ ତିନୋଟି ହାତ ଥିବା ବିରଳ ଶିଶୁକନ୍ୟା

by ସଞ୍ଜୟ ସ୍ୱାଇଁ
April 12, 2021
in State
ଦୁଇଟି ମୁଣ୍ଡ ତିନୋଟି ହାତ ଥିବା ବିରଳ ଶିଶୁକନ୍ୟା
586
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କାହାର ଜୋଡା ମୁଣ୍ଡ ଥିବା ଶିଶୁ ପତ୍ର ଜନ୍ମ ହେଉଥିବା ବେଳେ ଆଉ କାହାର ଦୁଇଟି ପେଟ ଯୋଡି ହୋଇଥିବା ଶିଶୁ ଜନ୍ମ ହୋଇଥିବା ଜଣାପଡିଛି । ଆଜି ସେହିଭଳି ଭାବେ ଜଣେ ଶିଶୁକନ୍ୟା ଜନ୍ମ ହୋଇଛି ଯାହାର କି ଦୁଇଟି ମୁଣ୍ଡ ଥିବା ବେଳେ ୩ଟି ହାତ ରହିଛି । ଏଭଳି ଜଣେ ଶିଶୁ ଜନ୍ମ ନେଇ ଛି କେନ୍ଦ୍ରାପଡ଼ା ଜିଲ୍ଲା ଏକ ଘରୋଇ ନର୍ସିଂହୋମରେ । ସୂଚନାନୁସାରେ, କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ କଣୀ ଗାଁର ଉମାକାନ୍ତ ପରିଡାଙ୍କ ସ୍ତ୍ରୀ ଅମ୍ବିକାଙ୍କ ମେନ୍ ହେବାରୁ ତାଙ୍କୁ ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା । ଆଜି ୧୧ଟା ସମୟରେ ଏକ ଶିଶୁକନ୍ୟା ଜନ୍ମ ନେଇଥିଲା । ଶିଶୁକନ୍ୟାର ୨ଟି ମୁଣ୍ଡ, ୩ଟି ହାତ, ୪ଟି ଆଖୀ, ୪ଟି କାନ ଥିବା ବେଳେ ଦୁଇଟି ଗୋଡ଼ ରହିଛି । ଶିଶୁଟିର ଶରୀର ଅସୁସ୍ଥ ଥିବାରୁ ଶିଶୁଟିକୁ କଟକ ଶିଶୁ ଭବନକୁ ପଠାଇ ଦିଆଯାଇଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!