Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକ୍ଷାଧିକ ଟଙ୍କାର ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
April 13, 2021
in State
୧୯ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ
593
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପୁଲିସ୍କୁ ମିଳିଛି ବଡ଼ ସଫଳତା । ୪୦ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କାର ବ୍ରାଉନ୍ ସୁଗାର ଜବତ ସହ ଜଣେ ବ୍ରାଉନ୍ ସୁଗାର ବ୍ୟବସାୟୀକୁ ବାରିପଦା ଟାଉନ ପୁଲିସ ଗିରଫ କରିଥିବା ଜଣାପଡ଼ିଛି । ତେବେ ଗୋବିନ୍ଦଙ୍କ ନିକଟରୁ ୪୧୭ ଗ୍ରାମର ବ୍ରାଉନ୍ ସୁଗାର ଜବତ କରିଛି ଟାଉନ ପୁଲିସ । ସୁଚନାନୁସାରେ ବାରିପଦା ଟାଉନ ଥାନା ଅନ୍ତର୍ଗତ ୨୭ ନଂ ୱାର୍ଡର ବୈଦ୍ୟନାଥ ପାଲ୍ଙ୍କ ପୁଅ ଗୋବିନ୍ଦ ପାଲ ବ୍ରାଉନ୍ ସୁଗାର ବ୍ୟବସାୟ କରୁଥିବା ନେଇ ପୁଲିସ ଜାଣିବାକୁ ପାଇଥିଲା । ବାରିପଦା ପୁଲିସ୍ ସ୍ୱତନ୍ତ୍ର ଏକ ଟିମ୍ ଗଠନ କରି ଆଜି ହଠାତ୍ ଗୋବିନ୍ଦ ପାଲଙ୍କ ଘରେ ଚଢ଼ାଉ କରିଛି । ଚଢ଼ଉ ସମୟରେ ଗୋବିନ୍ଦ ପାଲ୍ଙ୍କ ଘରୁ ୪୧୭ ଗ୍ରାମର ବ୍ରାଉନ୍ ସୁଗାର ପୁଲିସ୍ ଜବତ କରିଛି । ଜବତ ହୋଇଥିôବା ବ୍ରାଉନ୍ ସୁଗାରର ମୂଲ୍ୟ ୪୦ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କାର ଅନୁମାନ କରାଯାଇଥିବାବେଳେ ବ୍ରାଉନ୍ ସୁଗାର ବ୍ୟବସାୟୀ ଗୋବିନ୍ଦ ପାଲଙ୍କୁ ପୁଲିସ୍ ଗିରଫ କରିଛି । ଏହା ପଛରେ ଅନ୍ତଃରାଜ୍ୟ ରାକେଟ୍ କାମ କରୁଥିବା ସୂଚନା ଦେଇଛନ୍ତି ବାରିପଦା ଟାଉନ ଥାନା ପୁଲିସ ଅଧିକାରୀ ବୀରେନ୍ଦ୍ର କୁମାର ସେନାପତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!