Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଟୀକା କରଣ ବନ୍ଦ

by ସଞ୍ଜୟ ସ୍ୱାଇଁ
April 13, 2021
in Nayagarh
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
653
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସମେତ ଅନେକ ଜିଲ୍ଲାରେ ଆଜିଠାରୁ ଟୀକା କରଣ ବନ୍ଦ ହୋଇ ଯାଇଛି । ଟୀକା ଅଭାବ ପାଇଁ ଏଭଳି ହୋଇଥିବା ଜଣାଯାଇଛି । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । କେନ୍ଦ୍ର ସରକାର ରାଜ୍ୟକୁ ଆବଶ୍ୟକତା ଅନୁଯାୟୀ ଟୀକା ଯୋଗାଇ ପାରୁନଥିବା ଯୋଗୁଁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଜଣାଯାଇଛି । ଜିଲ୍ଲାରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଟୀକା କରଣ ବନ୍ଦ କରାଯିବା ଆଗକୁ ସାଂଘାତିକ ସ୍ଥିତି ସୃଷ୍ଟି କରିବ ବୋଲି ଆଲୋଚନା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!