Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାବିଷୁବ ସଂକ୍ରାନ୍ତିରେ ନୟାଗଡ଼ କ୍ଳବ ତରଫରୁ ମାଗଣା ଜଳଖିଆ ବିତରଣ

by Sanjay Swain
April 14, 2021
in Lifestyle
ମହାବିଷୁବ ସଂକ୍ରାନ୍ତିରେ ନୟାଗଡ଼ କ୍ଳବ ତରଫରୁ ମାଗଣା ଜଳଖିଆ ବିତରଣ
374
VIEWS
Share on FacebookShare on Twitter

ନୟାଗଡ଼ ସଦରମହକୁମାରେ ଅବସ୍ଥିତ ଆହାର କେନ୍ଦ୍ର ନିକଟରେ ନୟାଗଡ଼ କ୍ଲବ୍ ତରଫରୁ ୨୦୦ ଅଭାବୀ ଗରିବ ଦୁଃସ୍ଥ ଲୋକମାନଙ୍କୁ ମାଗଣା ଜଳଖିଆ ବିତରଣ କରାଯାଇଛି। ନୟାଗଡ଼ କ୍ଲବ୍ ର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ନେତୃତ୍ବରେ ଏହି ଜଳଖିଆ ବିତରଣ କାର୍ଯ୍ୟକ୍ରମ ସକାଳ ୮ଟା ୩୦ ମିନିଟ୍ ସମୟରେ ଆରମ୍ଭ ହୋଇଥିଲା। ଉପମା ଘୁଗୁନି ଜଳଖିଆ ବିତରଣ କରାଯାଇଥିବା ବେଳେ ପ୍ରତ୍ଯେକ ମାସ ସଂକ୍ରାନ୍ତିରେ ଏହି କାର୍ଯ୍ୟକ୍ରମ ଚାଲୁ ରହିଛି ବୋଲି କ୍ଲବ୍ ର କୋଷାଧ୍ୟକ୍ଷ ଶ୍ରୀଧର ସାହୁ ସୂଚନା ଦେଇଛନ୍ତି।

ଏହି ମାଗଣା ଜଳଖିଆ ବିତରଣ କାର୍ଯ୍ୟକ୍ରମରେ କ୍ଲବର ସଂପାଦକ ମିହିର ରଂଜନ ନାୟକ,ସନ୍ତୋଷ କୁମାର ନାୟକ,ପ୍ରବୀର କୁମାର ପ୍ରୁଷ୍ଟି, ଧୀରେନ୍ଦ୍ର ପଟ୍ଟନାୟକ, ଅବିନାଶ ସାହୁ, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ ଓ କାଳୀ ଚରଣ ଡାକୁଆ ଆଦି ବହୁ ସମାଜସେବୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!