Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର – ବାଇକ ମୁହାଁ ମୁହିଁ ଧକ୍କା

by ସଞ୍ଜୟ ସ୍ୱାଇଁ
September 5, 2018
in Sports
40
VIEWS
Share on FacebookShare on Twitter

ଓଡ଼ଗାଁ (ବାଘୁଆବାର୍ତ୍ତା ବ୍ୟୁରୋ): ମଙ୍ଗଳବାର ଅପରାହ୍ନ ସାଢେ ୩ଟା ସମୟରେ ଓଡଗାଁ କଲେଜ ରୋଡରେ କାର ସହ ବାଇକର ମୁହାଁ ମୁହିଁ ଧକ୍କା ହେବା ଫଳରେ ବାଇକ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାଯାଇଛି । ଆହତ ଜଣକ ହେଲେ ସୁଧିର କୁମାର ପାତ୍ର(୩୪) । ସୁଧିର ଓଡଗାଁ ପଟରୁ କେନାଲଛକ ଅଭିମୁଖେ ଏକ ବଜାଜ ଡିସ୍କଭର ବାଇକ ଗାଡି ନଂ- ଓଡି-୨୫ଏ-୯୭୭୦ ଯୋଗେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଅଲଟୋ କାର ଗାଡି ନଂ-ଓଡି ୦୨ଏପି-୧୩୫୮ ସହିତ ମୁହାଁ ମୁହିଁ ଧକ୍କା ହୋଇଥିଲା । ଏଥିରେ ସୁଧିର ଗୁରୁତର ଆହତ ହୋଇଥିଲେ ।

ଓଡଗାଁରେ ପ୍ରାଥମିକ ଚିକିତ୍ସା ପରେ ସୁଧିରକୁ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସୁଧିରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!