Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
April 14, 2021
in Crime, State
ପୁଣି ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ
483
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନାବାଳିକା ଦୁଷ୍କର୍ମ ଥମିବାର ନା ଗନ୍ଧ ଧରୁନଥିବା ବେଳେ ଦିନକୁ ଦିନ ଏହି ଘଟଣା ବଢି ଛାଲିଛି । ଷ୍ଟିଲସିଟିରେ ରାଉଲକେଲା ପୁଣି ଥରେ ଏକ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ବନ୍ଧମୁଣ୍ଡା ଥାନାରେ ଅଭିଯୋଗ ହୋଇଛି । ସୂଚନାନୁସାରେ, ବନ୍ଧଗୁଣ୍ଡା ଥାନା ଅଞ୍ଚଳରେ ଜଣେ ୧୨ବର୍ଷର ନାବାଳିକା ଦୋକାନକୁ ବିସ୍କୁଟ ଆଣିବା ପାଇଁ ଯାଇଥିବା ବେଳେ ଅଘଟଣ ଘଟିଥିଲା । ଅଭିଯୁକ୍ତ ଜଣକ ଉକ୍ତ ନାବାଳିକାକୁ ଡାକି ନେଇ ଦୁଷ୍କର୍ମ କରିଥିଲା । ନାବାଳିକା ଜଣକ ଅଭିଯୁକ୍ତ କବଳରୁ ଖସି ଆସି ଏ ସଂପର୍କରେ ପରିବାର ଲୋକଙ୍କୁ ଜଣାଇଥିଲା । ଝିଅ ଠାରୁ ସମସ୍ତ ଘଟଣା ଜାଣିବା ପରେ ପରିବାର ଲୋକ ବନ୍ଧମୁଣ୍ଡା ଥାନାରେ ଅଭିଯୋଗ କରିଥିଲେ । ବନ୍ଧମୁଣ୍ଡା ପୁଲିସ୍ ଥାନାରେ ଏକ ମାମଲା ଋଜୁ କରି ତଦନ୍ତ କରି ଅଭିଯୁକ୍ତ କରୋନ ଲାକ୍ରାକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!