Monday, May 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚା’ ଦୋକୀନଙ୍କ ଝିଅ +୨ କଳାରେ ଜିଲ୍ଲା ଟପ୍ପର

by ସଞ୍ଜୟ ସ୍ୱାଇଁ
September 5, 2018
in Feature News
40
VIEWS
Share on FacebookShare on Twitter

ନୟାଗଡ (ବାଘୁଆ ବାର୍ତ୍ତା ବ୍ୟୁରୋ): ନୟାଗଡ଼ ଜିଲ୍ଲାର ଜଣେ ଚା’ଦୋକାନୀଙ୍କ ଝିଅ +୨ କଳାରେ ନୟାଗଡ଼ ଜିଲ୍ଲା ଟପ୍ପର ହୋଇଛନ୍ତି । ନୟାଗଡ଼ ପ୍ରଜାମଣ୍ଡଳ ମହାବିଦ୍ୟାଳୟର ଛାତ୍ରୀ ଦୁର୍ଗାପ୍ରସାଦ ଗ୍ରାମର ତ୍ରିନାଥ ସ୍ୱାଇଁଙ୍କ ଝିଅ ରଞ୍ଜିତା ଲେଙ୍କା +୨ କଳା ବିଭାଗରେ ୬୦୦ ରୁ ୫୦୬ ନମ୍ବର ରଖି ନୟାଗଡ଼ ଜିଲ୍ଲା ଟପ୍ପର ହୋଇଛନ୍ତି । ରଞ୍ଜିତାଙ୍କ ବାପା ନୟାଗଡ଼ ବସ୍ଷ୍ଟାଣ୍ଡ ନିକଟରେ ଏକ ଚା’ଦୋକାନ କରିଥିବା ବେଳେ ଆର୍ଥିକ ଅଭାବରୁ ରଞ୍ଜିତାକୁ ଭଲ କୋଚିଂ ଦେଇପାରୁ ନଥିଲେ ।

ରଞ୍ଜିତା ନିଜେ ଘରେ ପାଠପଢି ନିଜ ପରିଶ୍ରମ ଦ୍ୱାରା ଏହି ସଫଳତା ହାସଲ କରିଛନ୍ତି ବୋଲି ତାଙ୍କ ବାପା କହିଛନ୍ତି । ଯଦି ସରକାରୀ ସହାୟତା ଯୋଗାଇ ଦିଆଯାଏ ତେବେ ସେ ଆଗାମୀ ଦିନରେ ଉଚ୍ଚଶିକ୍ଷା ନିମନ୍ତେ ଆଗ୍ରହ ପ୍ରକାଶ କରିବା ସହ ଜିଲ୍ଲାର ଟେକ ରଖିପାରନ୍ତା ।

Tags: ActionAnimation

Leave a Reply Cancel reply

Your email address will not be published. Required fields are marked *

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026
ମିଥ୍ୟା ମାମଲା କରି ଗଣମାଧ୍ୟମ କଂଣ୍ଠରୋଧ ଉଦ୍ୟମ:ନ୍ୟାୟ ପାଇଁ ଏସ୍‌ପିଙ୍କୁ ଦାବି ଜଣାଇଲେ ସାମ୍ବାଦିକ

ମିଥ୍ୟା ମାମଲା କରି ଗଣମାଧ୍ୟମ କଂଣ୍ଠରୋଧ ଉଦ୍ୟମ:ନ୍ୟାୟ ପାଇଁ ଏସ୍‌ପିଙ୍କୁ ଦାବି ଜଣାଇଲେ ସାମ୍ବାଦିକ

May 21, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!