Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧରାପଡିଲା ଗ୍ୟାଙ୍ଗଷ୍ଟର ହାଇଦର

by ସଞ୍ଜୟ ସ୍ୱାଇଁ
April 15, 2021
in Feature News
କୁଖ୍ୟାତ୍ ଅପରାଧି ହାଇଦର ଫେରାର
1k
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି।  ହାଇଦରକୁ ତେଲେଙ୍ଗାନାରୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କମିଶନରେଟ୍‌ ପୁଲିସ ତେଲେଙ୍ଗାନାରୁ ହାଇଦରକୁ ଗିରଫ କରିଛି। ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି। ତେଲେଙ୍ଗାନା ପୁଲିସ ସହାୟତାରେ ହାଇଦରକୁ ଗିରଫ କରାଯାଇଛି । ତେଲେଙ୍ଗାନା ସାଙ୍ଗାରେଡ୍ଡି ଜିଲ୍ଲାରୁ ହାଇଧରକୁ ଗିରଫ କରାଯାଇଛି । ଏକ ବାଇକ ଯୋଗେ ଯିବା ବେଳେ ପୁଲିସ ତାକୁ ଧରିଥିବା ଜଣାଯାଇଛି । କମିଶନରେଟ ପୁଲିସ ପାଇଁ ଏହା ବଡ଼ ସଫଳତା ବୋଲି କୁହାଯାଇପାରେ । ଶୁବଶୀଘ୍ର ହାଇଦରକୁ ଓଡ଼ିଶା ଅଣାଯିବ ବୋଲି ସିପି ସୂଚନା ଦେଇଛନ୍ତି । ଚିକିତ୍ସାଧିନ ଅବସ୍ଥାରେ ଏସ୍ସିବିରୁ ଫେରାର ହୋଇ ଓଡ଼ିଶା ପୁଲିସ ପାଇଁ ମୁଣ୍ଡବ୍ୟଥା ସୃଷ୍ଟି କରିଥିଲା ହାଇଦର ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!