Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶା ଫେରିଲା ଗ୍ୟାଙ୍ଗଷ୍ଟର ହାଇଦର: କଟକରେ କୋର୍ଟରେ ହାଜର କରାଯିବ

by ସଞ୍ଜୟ ସ୍ୱାଇଁ
April 16, 2021
in Crime, State
ଓଡ଼ିଶା ଫେରିଲା ଗ୍ୟାଙ୍ଗଷ୍ଟର ହାଇଦର: କଟକରେ କୋର୍ଟରେ ହାଜର କରାଯିବ
142
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଭୁବନେଶ୍ବରରେ ପହଞ୍ଚିଲା ଗ୍ୟାଙ୍ଗଷ୍ଟର ହାଇଦର। ତେଲେଙ୍ଗାନାରୁ ହାଇଦରକୁ ଭୁବନେଶ୍ବର ଅଣାଗଲା। କଡ଼ା ସୁରକ୍ଷାରେ ବିମାନ ବନ୍ଦରରୁ କଟକ ଅଣାଗଲା। ଏବେ ହାଇଦର୍ ଡିସିପି ଅଫିସରେ ଥିବା ଜଣାଯାଇଛି। କଟକରେ କୋର୍ଟରେ ହାଜର କରାଯିବ ବୋଲି କଟକର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି । ଜେଏମଏଫସି କୋର୍ଟରେ ହାଜର କରିବା ପରେ, ଟ୍ରାଂଜିଟ ରିମାଣ୍ଡରେ ଓଡ଼ିଶା ଆସିଛି ହାଇଦର। ହାଇଦର ଜଣେ ପେସାଦାର ଓ ଫେରାର ଆସାମୀ ଥିବାରୁ ତାକୁ ହ୍ୟାଣ୍ଡକପ ପକାଇବା ପାଇଁ କୋର୍ଟଙ୍କ ଅନୁମତି ମିଳିଛି।ସୂଚନାଯୋଗ୍ୟ, ଗତକାଲି ତେଲେଙ୍ଗାନା ସଙ୍ଗାରେଡ୍ଡୀରେ ହାଇଦର ଗିରଫ ହୋଇଥିଲା। ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ୩୦ ବେଳେ ହାଇଦ୍ରାବାଦ ସିଟି ପୁଲିସର ଏକ ସ୍ପେଶାଲ୍ ଟିମ୍ ସହାୟତାରେ କଟକ-କମିସନରେଟ୍ ପୁଲିସର ଦୁଇଟି ସ୍ବତନ୍ତ୍ର ଟିମ୍ ହାଇଦରକୁ ଧରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!