Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଣ୍ଡ ଜାମିନ ରଖି ଟଙ୍କା ଆଦାୟ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
April 16, 2021
in Nayagarh
ମୁଣ୍ଡ ଜାମିନ ରଖି ଟଙ୍କା ଆଦାୟ, ୨ ଗିରଫ
637
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମହଙ୍ଗା ପଡ଼ିଲା ମୁଣ୍ଡ ଜାମିନ ରଖି ଟଙ୍କା ଆଦାୟ । ନୟାଗଡ଼ ଜିଲ୍ଲା ଚାନ୍ଦପୁର ପୁଲିସ ଦ୍ୱାରା ଦୁଇ ଜଣ ଅପହରଣକାରୀ ଗିରଫ । ଗିରଫ ଅଭିଯୁକ୍ତମାନେ ହେଲେ କନ୍ଧନୟାଗଡ଼ର ପ୍ରତାପ ବେହେରା ଏବଂ ଚାନ୍ଦପୁରର ସୈାଭାଗ୍ୟ ସାହୁ ବୋଲି ଜଣାଯାଇଛି । ସୂଚନାନୁସାରେ, ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଥାନା ଅନ୍ତର୍ଗତ ଝରିଆ ଗ୍ରାମର ନୀଳକଣ୍ଠ ପଲେଇକୁ ୩ ଜଣ ଦୁର୍ବୁତ୍ତ ଅପହରଣ କରି ନେଇଥିଲେ । ଅପହରଣ କାରୀମାନେ ତାଙ୍କୁ ଚାନ୍ଦପୁର ଥାନା ଅଞ୍ଚଳର ଏକ ଜଙ୍ଗଲରେ ରଖି ତାଙ୍କ ପରିବାରକୁ ୧ ଲକ୍ଷ ୯୦ ହଜାର ଟଙ୍କା ଦେବାକୁ ଦାବି କରିଥିଲେ । ଏପରିକି ଅପହରଣକାରୀମାନେ ନୀଳକଣ୍ଠଙ୍କଠାରୁ ଏଟିଏମ୍ ଏବଂ ପିନ କୋଡ ନେଇ ଟଙ୍କା ମଧ୍ୟ ଉଠାଇ ଦେଇଥିଲେ । ଏନେଇ ପୁଲିସ ଅଭିଯୋଗ ପାଇବା ପରେ ତତ୍କ୍ଷଣାତା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁଲିସ ନୀଳକଣ୍ଠକୁ ଉଦ୍ଧାର କରିବା ସହ ଦୁଇ ଅଭିଯୁକ୍ତକୁ ଗିରଫ କରିଛି । ଅଭିଯୁକ୍ତଙ୍କଠାରୁ ୩୫ ହଜାର ଟଙ୍କା ଉଦ୍ଧାର କରାଯାଇଥିବା ବେଳେ ଆସନ୍ତାକାଲି ବଳକା ଟଙ୍କା ଉଦ୍ଧାର କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!