Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଳ ଚଳାଚଳ ଉପରେ ରୋକ ଲଗାଇବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା

by ସଞ୍ଜୟ ସ୍ୱାଇଁ
April 17, 2021
in State
ରେଳ ଚଳାଚଳ ଉପରେ ରୋକ ଲଗାଇବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା
155
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): କରୋନା ସଂକ୍ରମଣକୁ ମାତ ଦେବା ପାଇଁ ରାଜ୍ଯ ସରାକର ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରି ପରିସ୍ଥିତରେ ଛତିଶଗଡ ଏବଂ ଓଡିଶା ମଧ୍ୟରେ ଚଳାଚଳ କରୁଥିବା ସମସ୍ତ ଟ୍ରେନ୍‌ ବାତିଲ ପାଇଁ ମୁଖ୍ୟ ଶାସନ ସଚିବ ଚିଠି ଲେଖିଛନ୍ତି। ପଡୋଶୀ ଛତିଶଗଡ ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପକ ମାତ୍ରାରେ ବୃଦ୍ଧି ପାଉଥିବାରୁ ଟ୍ରେନ୍ ଚଳାଚଳ ବାତିଲ ପାଇଁ କେନ୍ଦ୍ର ଗୃହ ସଚିବଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ। ଛତିଶଗଡ-ଓଡିଶା ମଧ୍ୟରେ ଅତିକମରେ ୧୫ ଦିନ ଟ୍ରେନ୍ ବାତିଲ ପାଇଁ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି ମୁଖ୍ୟ ଶାସନ ସଚିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!