Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷଣ ସାମଗ୍ରୀ ପ୍ରଶିକ୍ଷଣ ମେଳା ଅନୁଷ୍ଠିତ

by Sanjay Swain
April 17, 2021
in Education
ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷଣ ସାମଗ୍ରୀ ପ୍ରଶିକ୍ଷଣ ମେଳା ଅନୁଷ୍ଠିତ
67
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): :ନୟାଗଡ଼ ଜିଲ୍ଲା ରଣପୁର ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ରେ ବିଦ୍ୟାଳୟ ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବନଲତା ବେହେରାଙ୍କ ତତ୍ୱବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର, ଶିକ୍ଷୟିତ୍ରୀ ସୁଲତା ମିଶ୍ର, ସୁଜାତା ସାହୁ, ତିଲୋତମା ଦେଇ, ମଧୁମିତା ଶତପଥୀ, ଶ୍ରଦ୍ଧାଞ୍ଜଳି ଦାସ, ଶିକ୍ଷକ ସୁଶାନ୍ତ କୁମାର ସାମନ୍ତରାୟ, ମନୋରଞ୍ଜନ ମହାରଣାଙ୍କ ସହ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ l ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ କାର୍ଯ୍ୟକ୍ରମର ତଦାରଖ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!