Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ଯାତ୍ରୀବାହି ବସ୍: ୧୦ ଆହତ

by ସଞ୍ଜୟ ସ୍ୱାଇଁ
April 17, 2021
in Accident, State
ଓଲଟିଲା ଯାତ୍ରୀବାହି ବସ୍: ୧୦ ଆହତ
552
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଲଟିଲା ଯାତ୍ରୀବାହୀ ମିନି ବସ୍ । ଏହି ଦୁର୍ଘଟଣାେରେ ୧୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ସୂଚନାନୁସାରେ, ପୋଲସରାରୁ ଆସିକା ଆସୁଥିବା ମିନି ବସ୍ ‘ଶିବଶମ୍ବୁ’ । କବିସୂର୍ଯ୍ୟନଗର ନୂତନ ଥାନା ନିକଟରେ ଭାରସାମ୍ୟ ହରାଇ ବସଟି ଓଲଟି ପଡିଥିଲା । ବସରେ ଥିବା ଯାତ୍ରୀ ମାନଙ୍କ ମଧ୍ୟରୁ ୧୦ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ମାନଙ୍କୁ କବିସୂର୍ଯ୍ୟନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଯାତ୍ରୀବାହୀ ମିନିବସଟି ପୋଲସରାରୁ ଆସକା ଅଭିମୁଖେ ଆସୁଥିବା ବେଳେ ଏଭଳି ଘଟଣା ଘଟିଥିବା ଦେଖିବାକୁ ମିଳିଛି । ମିନିବସରେ କୋଡିଏରୁ ଉର୍ଦ୍ଧ ଯାତ୍ରୀ ବସିଥିବା ବେଳେ ଦଶ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!