Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନାରେ ୪ ମୃତ

by ସଞ୍ଜୟ ସ୍ୱାଇଁ
April 17, 2021
in Health, State
କରୋନାରେ ୪ ମୃତ
436
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏଥି ସହ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଥିôବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୨କୁ ବୃଦ୍ଧି ପାଇଛି । ଏହାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ୪ ଜଣ ବଳାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାର । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଦା ମୋଟ୍ ୩୬୪୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୩୫୨୨ ଜଣ ସୁସ୍ଥ ହୋଇଛନ୍ତି । ଏଥିସହ କରୋନା ଯୋଗୁଁ ୧୯୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!