Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲ୍ଲୀ ସ୍ଥିତି ଗମ୍ଭୀର ମିଳୁନି ଆଇସିୟୁ ବେଡ୍ – କେଜ୍ରିୱାଲ

by ସଞ୍ଜୟ ସ୍ୱାଇଁ
April 18, 2021
in State
ଦିଲ୍ଲୀ ସ୍ଥିତି ଗମ୍ଭୀର ମିଳୁନି ଆଇସିୟୁ ବେଡ୍ – କେଜ୍ରିୱାଲ
117
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା ସ୍ଥିତି ଏବେ ଦିଲ୍ଲୀରେ ବ୍ୟାପିବାରେ ଲାଗିଛି । କରୋନାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ୍ । କରୋନା ଭାଇରସକୁ ସମ୍ଭାଳିବାରେ ଏବେ ସରକାର ବି ଅଡୁଆରେ । ରବିବାର ଦିନ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରେସ୍ କନଫ୍ରେନ୍ସରେ ଯେଉଁ କଥା କହିଛନ୍ତି, ତାହା କରୋନାର ଡରକୁ ଆହୁରି ବଢ଼ାଇ ଦେଉଛି । ସେ କହିଥିଲେ କି ଦିଲ୍ଲୀରେ କରୋନା ରୋଗୀଙ୍କ ସଂଖ୍ୟା ଖୁବ୍ ଜୋରରେ ବଢ଼ି ଚାଲିଛି । ହସ୍ପିଟାଲରେ ଭର୍ତ୍ତି ହେଉଥିବା ରୋଗୀଙ୍କ ସଂଖ୍ୟାରେ ବି ବୃଦ୍ଧି ଘଟିଛି । ଏବେ ଆମ ପାଖରେ ପୂରା ଦିଲ୍ଲୀରେ ଆଇସିୟୁର ୧୦୦ରୁ ମଧ୍ୟ କମ୍ ବେଡ୍ ବଳକା ଅଛି । ଦିଲ୍ଲୀରେ କରୋନାରେ ଖରାପ ଅବସ୍ଥାକୁ ନେଇ କେଜ୍ରିୱାଲ ପ୍ରଧାମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଚିଠି ଲେଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!