Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିକା ନେଲେ ବି କରୋନା ସଂକ୍ରମଣ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
April 19, 2021
in Health, State
ଟିକା ନେଲେ ବି କରୋନା ସଂକ୍ରମଣ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
167
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଟିକା ନେଲେ ବି କୋଭିଡ ସଂକ୍ରମଣ ହେବାର ସମ୍ଭାବନା ରହିଛି । ତେଣୁ ନିୟମ ମାନି ଲୋକ କାମ କରନ୍ତୁ । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ଟିକା ନେଲେ ମୃତ୍ୟୁହାର କମିବ, ତଥାପି ଲୋକେ କୋଭିଡ ନିୟମ ମାନି ଚଳିଲେ କୋଭିଡ ଚେନରେ ବ୍ରେକ୍ ଲାଗିବ । ସେପଟେ କିଛି ଜିଲ୍ଲାରେ ଟିଏମସି ଖୋଲିଛି ଆଉ ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ଆବଶ୍ୟକତା ଅନୁସାରେ ଟିଏମସି ଖୋଲିବାକୁ ନିର୍ଦ୍ଦେଶ ଦିଆଯାଉଛି । ଆଗକୁ ଦୈନିକ ୫୦ ହଜାର ଟେଷ୍ଟ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ସରକାରୀ ଓ ଘରୋଇ ହସ୍ପିଟାଲରେ ୯୦୦୮ଟି ସାଧାରଣ ବେଡ ରହିଛି । ସେଠି ୧୭.୫ ପ୍ରତିଶତ ରୋଗୀ ଅଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!