Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରକ୍ତ ମୁଖା ଲାଲବାହିନୀ

by ସଞ୍ଜୟ ସ୍ୱାଇଁ
April 19, 2021
in Crime, State
ରକ୍ତ ମୁଖା ଲାଲବାହିନୀ
345
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପୁଲିସକୁ ଖବର ଦେଉଥିବା ସନ୍ଦେହ କରି ଦୁଇଜଣଙ୍କ ଗଳା କାଟି ହତ୍ୟା କରିଛନ୍ତି ଲାଲବାହିନୀ । ଏଭଳି ଘଟଣା ଘଟିଛି ମାଲକାନଗିରି-ଛତିଗଡ଼ ସୀମାନ୍ତ ଅଞ୍ଚଳରେ । ସୂଚନାନୁସାରେ, ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାରେ ପୁଣି ଥରେ ରକ୍ତ ମୁଖା ହୋଇଛି ଲାଲାବାହିନୀ । ଉକ୍ତ ଅଞ୍ଚଳରେ ମାଓ ସଂଗଠନ ସୁଦୃଢ ଥିବା ନେଇ ପୁଲିସକୁ ସୂଚନା ଦେଉଥିବା ସନ୍ଦେହରେ ଦୁଇ ଛାତ୍ରଙ୍କ ଗଳାକାଟି ହତ୍ୟା କରି ଫିଙ୍ଗି ଦେଇଛନ୍ତି ଲାଲବାହିନୀ । ଜାଗରକୋଣ୍ଡା ଥାନା ଅନ୍ତର୍ଗତ ମିଲମପାଲ୍ଲି ଜଙ୍ଗଲରେ ଗଳା କଟା ହୋଇ ଦୁଇଜଣ ଛାତ୍ରଙ୍କ ମୃତ ଶରୀର ପଡିଥିଲା । ମୃତ ଶରୀର ପାଖରେ କିଛି ହାତ ଲେଖା ପୋଷ୍ଟର ଛାଡି ଯାଇଛନ୍ତି ମାଓବାଦୀ । ଯେଉଁଥିରେ କି ପୁଲିସର ଇନଫର୍ମର ସନ୍ଦେହରେ ହତ୍ୟା କରାଯାଇଥିବା ନେଇ ଉଲ୍ଲେଖ ହୋଇଛି । ମୃତକମାନେ ହେଲେ ତାତି ହଡମା ଓ ମାଡକାମି ଅର୍ଜ୍ଜୁନ । ଏହି ଖବର ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ôଚ ଦୁଇଟି ଯାକ ମୃତ ଶରୀର ଜବତ କରିବା ସହିତ ପାଖରେ ପଡିଥିବା ହାତ ଲେଖା ପୋଷ୍ଟର ଜବତ କରି ତଦନ୍ତ ଆରମ୍ଭ କରିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!