Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମୂହିକ ଗୋଷ୍ଠୀ ଧାନଖଳା ଉଦଘାଟିତ

by ସଞ୍ଜୟ ସ୍ୱାଇଁ
April 19, 2021
in Nayagarh
ସାମୂହିକ ଗୋଷ୍ଠୀ ଧାନଖଳା ଉଦଘାଟିତ
389
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଶରଣକୁଳ ନିକଟସ୍ଥ ବଡ଼ଗୋରଡ଼ା ପଞ୍ଚାୟତରେ ନିୟନ୍ତ୍ରିତ ବଜାର କମିଟି ବାହାଡ଼ଝୋଲା ପକ୍ଷରୁ ଏକ ସାମୁହିକ ଗୋଷ୍ଠୀ ଧାନଖଳା ଉଦଘାଟିତ ହୋଇଯାଇଛି । ସୋମବାର ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ର ଅଧକ୍ଷ ସତ୍ୟନାରାୟଣ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ସମବାୟ ସମିତିର ସଭାପତି କୃପାସିନ୍ଧୁ ଭଟ୍ଟ, ପୂର୍ବତନ ସରପଂଚ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ସନ୍ତୋଷ ପରିଡ଼ା, ବରୁଣ ପ୍ରଧାନ, ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ବାହାଡ଼ଝୋଲା ନିୟନ୍ତ୍ରିତ ବଜାର କମିଟି ଉପ-ସହକାରୀ ନିବନ୍ଧକ ତଥା ସମ୍ପାଦକ ସୁଦାମ ଚରଣ ଜେନା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!