Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସମ୍ଭାଳ : ନୂଆ ୬୩ ଆକ୍ରାନ୍ତ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
April 20, 2021
in Nayagarh
ଜିଲ୍ଲାରେ ୮୪ ପ୍ରତିଶତ ଆକ୍ରାନ୍ତ ସୁସ୍ଥ
896
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାକୁ ବସିଥିବା ବେଳେ ସୋମବାର ୪୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ନୟାଗଡ଼ ଜିଲ୍ଲାରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୁତ୍ରରୁ ଜଣାଯାଇଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ସକ୍ରିୟ ମାମଲା ୨୩୫ ରେ ପହଞ୍ଚିଥିବା ଜଣାଯାଇଛି । ଗତକାଲି ଜିଲ୍ଲାରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ କରୋନା ସ୍ଥିତି ସାଂଘାତିକ ସ୍ତରରେ ପହଞ୍ଚିବାକୁ ଯାଉଛି । ଦୁଇ ସପ୍ତାହ ମଧ୍ୟରେ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନ କଟକଣାକୁ କଡ଼ାକଡ଼ି ନକଲେ ପରିସ୍ଥିତି ସାଂଘାତିକ ହେବାକୁ ବର୍ତ୍ତୀ ପାରିବ ନାହିଁ ବୋଲି ଆଲୋଚନା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!