Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରାଘାତରେ ଯୁବକର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 22, 2021
in Nayagarh
ବଜ୍ରାଘାତରେ ଯୁବକର ମୃତ୍ୟୁ

Beautiful thunderstorm with lightning bolts on the Thai island of Koh Samui

317
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ମାଲକାନଗିରି ଜିଲ୍ଲଲା କାଲିମେଳା ଥାନା ଅନ୍ତର୍ଗତ ପୋଟେରୁ ଗ୍ରାମର ଧୀରେନ୍ଦ୍ର ସାହୁଙ୍କ ପୁଅ ମନୋଜ ସାହୁ (୨୫)ଙ୍କ ବଜ୍ରାଘାତରେ ମୃତ୍ୟ ହୋଇଯାଇଛି। ଗତକାଲି ରାତିରେ ମନୋଜ ଗ୍ରାମଠାରୁ ପ୍ରାୟ ୨କିମି ଦୂର କୁଟୁଗୁଡା ଗ୍ରାମ ନିକଟରେ ଥିବା ବାଦାମ ଖେତରେ ଥିବା ଏକ କୁଡ଼ିଆରେ ସୋଇଥିଲେ, ତେବେ ଗତକାଲି ରାତିରେ ଘଡ଼ଘଡ଼ି ସହିତ ପ୍ରବଳ ମାତ୍ରାରେ ବର୍ଷା ହୋଇଥିଲା ବେଳେ ବଜ୍ରାଘାତ ଘଟି ମନୋଜର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି। ମନୋଜ ବାଦାମ ଖେତରେ ରାତିରେ ଏକୁଟିୟା ଥିବାରୁ ଘଟଣା ବିଷୟରେ କେହି ଜାଣି ପାରିନଥିଲେ। ଆଜି ସକାଳେ ବଡ଼ ଭାଇ ବାଦାମ ଖେତକୁ ଗଲା ବେଳେ ସାନ ଭାଇ ମରି ପଡିଥିବାର ଦେଖିବାକୁ ପାଇଥିଲେ। ଏ ସମ୍ପର୍କରେ ପୁଲିସକୁ ଖବର ଦେବା ପରେ ପୁଲିସ ଶବକୁ ଜବତ କରିବା ସହିତ କାଲିମେଳା ମେଡିକାଲରେ ଆଜି ବ୍ୟବଚ୍ଛେଦ କରି ଏ ସମ୍ପର୍କରେ ଏକ ମାମଲା ରୁଜୁ କରିଥିବାର ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!