Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ଷତବିକ୍ଷତ ମୃତ ଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
April 22, 2021
in Crime, State
ବାଇକ ଧକ୍କାରେ ବୃଦ୍ଧା ମୃତ
265
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାସ୍ତାରୁ ପୁଣି ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତ ଦେହ । ଏହାକୁ ନେଇ ଚାଞ୍ଚଲ୍ୟ ଖେଳି ଯାଇଛି ରାଜଧାନୀର ଅନ୍ଧାରୁଆ ଅଞ୍ଚଳରେ । ସୂଚନାନୁସାରେ, ରାଜଧାନୀ ଉପକଣ୍ଠରେ ଆଜି ସକାଳ ସମୟରେ ରାସ୍ତା କଡ଼ରେ ଏକ କ୍ଷତବିକ୍ଷତ ଯୁବକଙ୍କ ମୃତ ଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିଥିଲେ । ସ୍ଥାନୀୟ ଲୋକ ଦେଖିବା ପରେ ଚନ୍ଦକା ପୁଲିସକୁ ଖବର ଦେଇଥିଲେ । ଚନ୍ଦକା ପୁଲିସ ଖବର ପାଇ ଘଟଣାସ୍ଥଳରେ ଯୁବକଙ୍କ ମୃତ ଦେହ ଜବତ କରିଛି ଏବଂ ଆଉ କିଛି ଦୂରରେ ଯୁବକଙ୍କ ଏକ କଟା ହାତ ମଧ୍ୟ ଜବତ କରିଛି । ସେହିପରି ମୃତ ଦେହ ପାଖରେ ଏକ ଦାମୀ ବାଇକ୍ ପଡିଥିବା ବେଳେ ପୁଲିସ ଏହାକୁ ଜବତ କରିବା ସହିତ ମୃତ ଯୁବକଙ୍କ ଶବ ବେବଚ୍ଛେଦ କରିବା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିବା ଜଣାପଡିଛି । ମୃତ ଯୁବକର ପରିଚୟ ମିଳିନଥିବା ବେଳେ ଚନ୍ଦକା ପୁଲିସ ଏକ ମାମଲା ଋଜୁ କରି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!