Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲିକୁଦିଆ ଗାଁ କଣ୍ଟେନମେଣ୍ଟ ଘୋଷିତ

by ସଞ୍ଜୟ ସ୍ୱାଇଁ
April 22, 2021
in Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
1.2k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଆଜି ପ୍ରଥମ କରି ଗୋଟିଏ ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । କୁମ୍ଭମେଳାରୁ ଫେରି କିଛିବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କାରଣରୁ ଗଦାଧରପ୍ରସାଦ ପଞ୍ଚାୟତ ବାଲିକୁଦିଆ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ନୟାଗଡ଼ ତହସିଲଦାର ଭିକାରୀ ସାହୁ ଉକ୍ତ ଗ୍ରାମକୁ ଆଜି ସକାଳ ୧୦ ଘଟିକାଠାରୁ ଅନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କଣ୍ଟେମେଣ୍ଟ ଘୋଷଣା କରାଯାଇଛନ୍ତି । ଉକ୍ତ ଗ୍ରାମରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା ରହିଥିବାରୁ ଆସନ୍ତାକାଲି ଗ୍ରାମର ସମସ୍ତ ନାଗରିକଙ୍କ କୋଭିଡ ପରୀକ୍ଷା କରାଯିବ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!