Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିକାଶ ପଥେ ନୟାଗଡ଼ ନିର୍ବାଚନମଣ୍ଡଳୀ

by ସଞ୍ଜୟ ସ୍ୱାଇଁ
September 6, 2018
in Politics
36
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ ବିଧାୟକଙ୍କ ଦ୍ୱାରା ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନୀ କାର୍ଯ୍ୟକମ୍ର ଅନୁଷ୍ଠିତ ହୋଇଯାଇଛି । ୫କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଏହି କାର୍ଯ୍ୟକ୍ରମ ଗତ ୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଡ. ଏନ୍ ତିରୁମାଳା ନାୟକ, ପୂର୍ତ୍ତବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ହିମାଂଶୁ ଶେଖର ଷଢଙ୍ଗୀ, ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, କନିଷ୍ଠ ଯନ୍ତ୍ରୀ କିଶୋର ଚନ୍ଦ୍ର ଶତପଥୀ ପ୍ରମୁଖ ଏହି ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ଯୋଗଦେଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ପୁରୁଣା ଜେଲ୍ଖାନା ପରିସରରେ ଥିବା ଇଲେକ୍ଟ୍ରୋନିକ ଭୋଟିଂ ମେସିନ ଗୋଦାମ ଗୃହକୁ ସ୍ଥାନାନ୍ତର ପାଇଁ ୨କୋଟି ୫୮ଲକ୍ଷ ଟଙ୍କା ବ୍ୟୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ପାଖରେ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

ସେହିପରି ଭାବେ ଜିଲ୍ଲା ଶିଳ୍ପ କେନ୍ଦ୍ରର କାର୍ଯ୍ୟାଳୟ ଗୃହ ପାଇଁ ୭୬ ଲକ୍ଷ ଟଙ୍କା ବ୍ୟୟରେ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ସିନ୍ଦୁରିଆ ଠାରେ ଭେଟେନାରୀ ଅଫିସ୍ ନିକଟରେ ୨୮ଲକ୍ଷ ୬୧ ହଜାର ଟଙ୍କା ବ୍ୟୟରେ ଏକ ସବ୍ଡିଭିଜନାଲ ଭେଟରିନାରୀ ଅଫିସ୍ ଶୁଭ ଉଦ୍ଘାଟନ କରାଯାଇଛି । ଏହିପରି ଭାବେ ୩୪ଲକ୍ଷ ଟଙ୍କା ବ୍ୟୟରେ ଜିଲ୍ଲା ମୁଖ୍ୟ ଚକି ତ୍ସି ।ଳୟ ପରସି ରରେ ବଦ୍ଧୃ ବୃଦ୍ଧାଙ୍କ ପାଇଁ ୧୦ ଶଯ୍ୟା ବିଶିଷ୍ଟ ଏକ ଗୃହ ପାଇଁ ଶୁଭ ଦିଆଯାଇଛି ।

ଏତଦ୍ବ୍ୟତୀତ ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଲାଉସେଣା ଠାରେ ୪୧ଲକ୍ଷ ୨୫ ହଜାର ଟଙ୍କା ବ୍ୟୟରେ ଏକ ରାସ୍ତାର ଶୁଭ ଦିଆଯାଇଥିବା ବେଳେ ଇଟାମାଟି ପଞ୍ଚାୟତର ଡେଙ୍ଗେରାଗୋଡି ଠାରେ ୧କୋଟି ୪ଲକ୍ଷ ଟଙ୍କା ବ୍ୟୟରେ ଏକ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ ଶଭୁ ଦିଆଯାଇଛି । ଏହିପରି ଭାବେ ଦେଖିବାକୁ ଗଲେ ମୋଟ୍ ୫କୋଟି ରୁ ଉର୍ଦ୍ଧ ଟଙ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ସହରର ବହୁ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ଆଇନ୍ଜୀବୀ ଓ ସମାଜସେବୀ ଯୋଗ ଦେଇଥିଲେ । ହଜାର ହଜାର ଜନସାଧାରଣ ଉକ୍ତ କାର୍ଯ୍ୟ କମ୍ର ରେ ସାମିଲ ହୋଇ ଏହି କାର୍ଯ୍ୟକମ୍ର କୁ ଆଗେଇ ନେଇଥିଲେ । ଏହି ଉତ୍ସବରେ ନୟାଗଡ଼ ଏନ୍ଏସି ଅଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନୟାଗଡ ବ୍ଲକ ଅଧ୍ୟକ୍ଷା ଗୋଲାପ ଦଳବେହେରା, ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର କହଁର, ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ନେତା ଶ୍ରୀକାନ୍ତ ପଟ୍ଟନାୟକ, କୃଷକ ନେତା ଜଗନ୍ନାଥ ପଣ୍ଡା, ଯୁବ ବିଜେଡି ସଭାପତି ରମେଶ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟ କ୍ରମରେ ନୟାଗଡ଼ ବିଧାୟକ ଡ. ଅରଣୁ କୁମାର ସାହୁ ନୟାଗଡ ନିର୍ବାଚନମଣ୍ଡଳୀର ବିକାଶଧାରା ଆଗକୁ ଗୁରତ୍ୱର ଭାବେ ହେବ । ସାରା ରାଜ୍ୟରେ ନୟାଗଡ ନିର୍ବାଚନମଣ୍ଡଳୀକୁ ୧ନଂ ଭାବେ ଗଢି ତୋଳିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!